ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୧ ଏବଂ ଝାରସୁଗୁଡ଼ାରୁ ୫୫୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ନୂଆପଡ଼ାରୁ ୪୪୮, କଟକ ୩୪୨, କଳାହାଣ୍ଡି ୩୨୦, ବରଗଡ଼ ୨୯୮, ସମ୍ବଲପୁର ୨୭୯, ନବରଙ୍ଗପୁର ୨୨୯, ଗଞ୍ଜାମ ୨୧୬, ଯାଜପୁର ୧୮୯, ମୟୂରଭଞ୍ଜ ୧୮୦, ପୁରୀ ୧୪୩, ଅନୁଗୋଳ ୧୦୭, ବାଲେଶ୍ୱର ୧୦୧, ବଲାଙ୍ଗୀର ୯୮, କୋରାପୁଟ ୯୨, କେନ୍ଦୁଝର ୮୯, ଜଗତସିଂହପୁର ୮୭, ଭଦ୍ରକ ୮୬, ନୟାଗଡ଼ ୮୫, ଗଜପତି ୭୮, ରାୟଗଡ଼ା ୭୦, ସୋନପୁର ୬୨, ଦେବଗଡ଼ ୪୨, କେନ୍ଦ୍ରାପଡ଼ା ୩୮, କନ୍ଧମାଳ ୩୭, ମାଲକାନଗିରି ୧୬, ବୌଦ୍ଧରୁ ୧୪ ଏବଂ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୭୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଥିବା ବେଳେ ୪,୦୪,୦୬୩ ଜଣ ସୁସ୍ଥ ହୋଇଛନ୍ତି। ୭୩,୫୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri