Posted inUncategorized

ଦିନକରେ ରୁପା ବଢ଼ିଲା ୨୦୦୦ ଟଙ୍କା

ନୂଆଦିଲ୍ଲୀ,୧୪-୮: ସୁନା ପରେ ଏବେ ରୁପା ମଧ୍ୟ ଏହାର ପୁରୁଣା ରେକର୍ଡ ଭାଙ୍ଗିଛି। ସ୍ଥାନୀୟ ସର୍ରାଫା ବଜାରରେ ମଙ୍ଗଳବାର ରୁପା ମୂଲ୍ୟ ୨୦୦୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ରୁପା ମୂଲ୍ୟ ପ୍ରତି କେଜି ୪୫ ହଜାର ଟଙ୍କାର ସର୍ବୋଚ୍ଚ ସ୍ତର ଛୁଇଁଛି। ତେବେ ମଙ୍ଗଳବାର ସୁନା ମୂଲ୍ୟ ୧୦୦ ଟଙ୍କା ହ୍ରାସ ପାଇ ୩୮,୩୭୦ ଟଙ୍କା ପ୍ରତି ୧୦ ଗ୍ରାମ ରହିଛି। ନିଖିଳ ଭାରତ ସର୍ରାଫା ସଂଘ ଅନୁସାରେ ଔଦ୍ୟୋଗିକ ସଂସ୍ଥାଗୁଡ଼ିକ ଏବଂ ମୁଦ୍ରା ନିର୍ମାତାଙ୍କ ପକ୍ଷରୁ ଅଧିକ କିଣାକିଣି କରାଯିବା ଏବଂ ବିଶ୍ୱ ବଜାରରେ ଦରବୃଦ୍ଧି ଯୋଗୁ ଦେଶରେ ରୁପା ଦର ବଢ଼ିଛି। ବିଶ୍ୱ ସ୍ତରରେ ନ୍ୟୁୟର୍କରେ ସୁନା ମୂଲ୍ୟ ୧୫୨୦.୩୭ ଡଲାର ପ୍ରତି ଆଉନ୍ସ ଏବଂ ରୁପା ମୂଲ୍ୟ ୧୭.୩୨ ଡଲାର ପ୍ରତି ଆଉନ୍ସ ରହିଛି।


All Right Reserved By Dharitri.Com

Posted inUncategorized View All

ଏକତରଫା ପ୍ରେମରେ ପଡିଲେ ହିମେଶ

ମୁମ୍ବାଇ: ବଲିଉଡ୍‌ ଗାୟକ ହିମେଶ ରେଶମିୟା ତାଙ୍କ ଅଭିନୀତ ଫିଲ୍ମ ‘ହାପି ହାର୍ଡି ଆଣ୍ଡ ହିର୍‌’ର ଟ୍ରେଲର ମଙ୍ଗଳବାର ରିଲିଜ୍‌ ହୋଇଛି। ୨ ମିିଟର ଏହି...

ବାସୁଦେବପୁର ଥାନା ଏସ୍‌ଆଇ ନିଲମ୍ବିତ

ବାସୁଦେବପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଏସ୍‌ଆଇ ମହାପ୍ରସାଦ ନାୟକଙ୍କୁ ଗୁରୁବାର ଏସ୍‌ପି ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଏସ୍‌ପି...

ଅଲମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଶିବ ଥାପ୍ପା, ପୂଜାଙ୍କୁ ସ୍ବର୍ଣ୍ଣ

ଟୋକିଓ, ୩୧।୧୦ (ପି.ଟି.)- ଦୁଇ ଭାରତୀୟ ବକ୍ସର ଶିବ ଥାପ୍ପା ଓ ପୂଜାରାଣୀ ଏଠାରେ ଚାଲିଥିବା ଅଲିମ୍ପିକ ଟେଷ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅନ୍ୟତମ...

ଭାରତବନ୍ଦ ଆନ୍ଦୋଳନକାରୀଙ୍କ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌

କେନ୍ଦୁଝର,୨୯।୧(ସ୍ବ.ପ୍ର.): ଏନ୍‌ଆରସି ଓ ସିଏଏ ବିରୋଧରେ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ କେନ୍ଦୁଝର ଜିଲାରେ ସେଭଳି ପ୍ରଭାବ ଦେଖିବାକୁ...

ବିହାରରୁ ନିଖୋଜ ବୃଦ୍ଧ ଢେଙ୍କାନାଳରୁ ଉଦ୍ଧାର

ଢେଙ୍କାନାଳ ଅଫିସ, ୩୦।୧୦: ବିହାରରୁ ୭ମାସ ତଳେ ନିଖୋଜ ହୋଇଯାଇଥିବା ଜଣେ ବୃଦ୍ଧଙ୍କୁ ଦୀପାବଳି ଦିନ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଉଦ୍ଧାର କରାଯାଇଛି।...

ତନିଷ୍କର ଦୀପାବଳି ଅଫର

ଭୁବନେଶ୍ୱର,୧୭-୧୦: ତନିଷ୍କ ପକ୍ଷରୁ ଦୀପାବଳି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଗ୍ରାହକମାନେ ଏହି ସମୟରେ ଷ୍ଟୋରରେ ସୁନା ଗହଣାର ଗଢା ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ...

ଗ୍ରାମାଞ୍ଚଳରେ ମୋବାଇଲ ସେବା ଅପହଞ୍ଚ

ଗଣିଆ,୯।୮(ଡିି.ଏନ.ଏ.)-ବର୍ତ୍ତମାନ ଦୁନିଆରେ ପ୍ରତିଟି ମୁହୂର୍ତ୍ତରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଜରୁରୀ ହୋଇପଡିଛି। ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ ଦପ୍ତର...

Leave a comment

Your email address will not be published. Required fields are marked *