ବିଜେଡିର ସମର୍ଥକଙ୍କ ମୃତ୍ୟୁ: ଆକ୍ରମଣକାରୀଙ୍କୁ ଗିରଫ ଦାବିରେ ଥାନା ଘେରାଉ

ପଦ୍ମପୁର,୨୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତର ଉହାଦ ଗ୍ରାମର ଭଗବାନ ନାୟକଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କୁ ଗତ ରବିବାର ଉକ୍ତ ଗ୍ରାମର କେତେକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଭଗବାନ ବିଜେଡିର ସମର୍ଥକ ଥିଲେ। ତାଙ୍କର ମୃତ୍ୟୁ ଖବରପାଇ ଗ୍ରାମବାସୀ ବାସୁଦେବପୁର ଥାନା ଘେରାଉ କରିବା ସହ ରାସ୍ତାରୋକୋ କରିଛନ୍ତି। ଏ ନେଇ ଉତ୍ତେଜନା ଲାଗି ରହିଛି। ତାଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତମାନଙ୍କୁ ଗିରଫ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri