୧୭ ସ୍ଥାନରେ ଚଢ଼ାଉ, ୬୨ କେଜି ବିସ୍ଫୋରକ ଜବତ

ଖୋର୍ଦ୍ଧା ଅଫିସ, ୭।୩ : ସୋମବାର ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା ପରେ ଜିଲା ଜିଲାପାଳଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖୋର୍ଦ୍ଧା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଜିଲାର ସମସ୍ତ ଥାନା ୧୭ଟି ସ୍ଥାନରେ ଚଢ଼ାଉ କରି ୭ଟି ମାମଲା ରୁଜୁ କରିବା ସହ ୬ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଚଢାରେ ୬୨ କେଜି ବିସ୍ଫୋରକ ଜବତ ହୋଇଥିବା ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ ସୂଚନା ଦେଇଛନ୍ତି। ବେଆଇନ ଭାବେ ଚାଲିଥିବା ବାଣ ଗୋଦାମ ଉପରେ ଚଢ଼ାଉ କରାଯିବ। ସେପଟେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଶୃଙ୍ଖଳିତ ଦୋଳ ଓ ଆତସବାଜି ଆୟୋଜନ ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କୁ ୧ କୋଟି ଦାନ

ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ...

ବସିଲା ପ୍ରି-ବଜେଟ୍‌ ପରାମର୍ଶ ବୈଠକ

ଭୁବନେଶ୍ୱର,୬।୧(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍‌କୁ ନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ବଜେଟ୍‌ ପୂର୍ବରୁ ପ୍ରି-ବଜେଟ୍‌ ପରାମର୍ଶ ବୈଠକ ଶୁକ୍ରବାର...

ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼...

ଅସହାୟ ଯୁବତୀଙ୍କୁ ସହାୟତା ମିଳିଲା ନାହିଁ

ନୟାଗଡ଼ ଅଫିସ,୧୩।୩:ନୟାଗଡ଼ ସହରରେ ରବିବାର ଜଣେ ୧୮ ରୁ ୨୦ ବର୍ଷର ଯୁବତୀ ଉଲଗ୍ନ ହୋଇ ଘୁରି ବୁୁଲୁଥିଲେ । ସମସ୍ତେ ଦେଖୁଥିଲେ ମଧ୍ୟ ମୁହଁ...

ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।...

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା, କଂଗ୍ରେସ ଖସିଲା

ଭୁବନେଶ୍ୱର,୫। ୧୦(ବ୍ୟୁରୋ):ପିପିଲି ଉପନିର୍ବାଚନ ଫଳାଫଳ ଆସିବାର ଦିନକ ପରେ ଆରମ୍ଭ ହୋଇଯାଇଛି ପୋଷ୍ଟମର୍ଟମ। ଉପନିର୍ବାଚନରେ ବିଜେଡି ଓ ଭାଜପାର ଭୋଟ ପ୍ରତିଶତ ଗତ ନିର୍ବାଚନ ତୁଳନାରେ...

CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ...

‘ସୁସ୍ଥ ଜୀବନ ପାଇଁ କ୍ରୀଡ଼ାର ଆବଶ୍ୟକତା ରହିଛି’

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ହକି ଖେଳର ଅନ୍ୟତମ ଯାଦୁଗର ତଥା ଜାତୀୟ କ୍ରୀଡ଼ାର ଗୌରବ ଧ୍ୟାନଚାନ୍ଦଙ୍କ ଜନ୍ମତିଥିକୁ ଅଗଷ୍ଟ ୨୯ ତାରିଖରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି।...

Advertisement
Archives

Model This Week