ମଝିଘରିଆଣୀଙ୍କ ହୁଣ୍ଡିରୁ ମିଳିଲା ୬୨ ଲକ୍ଷ

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୨ା୧୨: ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ଚଳିତ ବର୍ଷ ଚୈତ୍ରଯାତ୍ରା ପୂର୍ବରୁ ମା’ ଙ୍କ ହୁଣ୍ଡି ଖୋଲାଯିବାର ନିୟମ ରହିଥିବା ବେଳେ ସେହି କ୍ରମରେ ଖୋଲି ଗଣତି କରାଯାଇଥିଲା। ହୁଣ୍ଡିରୁ ମୋଟ ୬୨ ଲକ୍ଷ ୨୨ ହଜାର ୫୯ ଟଙ୍କା ବାହାରିଛି। ସେହିପରି ୪୬ ଗ୍ରାମ ସୁନା, ୧୭୭୫ ଗ୍ରାମ ରୁପା ସମେତ ଆମେରିକା, ଅଷ୍ଟ୍ରେଲିଆ, ଆଫ୍ରିକା ଦେଶର ୪୮ଟି ମୁଦ୍ରା ମଧ୍ୟ ହୁଣ୍ଡିରୁ ବାହାରିଛି।
ସକାଳେ ମାଜିଷ୍ଟ୍ରେଟ ଏବଂ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ୮ ଘଣ୍ଟା ଧରି ଗଣତି ହୋଇଥିଲା। ଏଥିପୂର୍ବରୁ ଅଗଷ୍ଟ ୨୪ରେ ଦଶହରା ପୂର୍ବରୁ ମନ୍ଦିର ହୁଣ୍ଡି ଖୋଲାଯାଇଥିଲା। ସେହି ସମୟରେ ହୁଣ୍ଡିରୁ ୧ କୋଟି ୧ ଲକ୍ଷ ୨୩ ହଜାର ଟଙ୍କା ସମେତ ୧୦୪ ଗ୍ରାମ ସୁନା, ୨୬୭୦ ଗ୍ରାମ ରୁପା ବାହାରିଥିଲା। ବିଭିନ୍ନ ଅଞ୍ଚଳରୁ ଆସୁଥିବା ମା’ ଙ୍କ ଶ୍ରଦ୍ଧାଳୁ ପ୍ରତ୍ୟେକ ଦିନ ମାନସିକ ରଖି ହୁଣ୍ଡିରେ ଦାନ କରିଥାନ୍ତି। ହୁଣ୍ଡିରୁ ବାହାରିଥିବା ଟଙ୍କା ବ୍ୟାଙ୍କରେ ଜମା କରାଯାଇଛି। ସେହିଭଳି ସୁନା ଓ ରୁପା ଜିଲା କୋଷାଗାରରେ ରଖାଯାଇଥିବା ମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି। ଗଣତିରେ ବ୍ୟାଙ୍କ କର୍ମଚାରୀ ସମେତ ଅନେକ ସ୍ବେଚ୍ଛାସେବୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri