ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ୬୨ ସ୍ବତନ୍ତ୍ର ଟ୍ରେନ ଚଲାଇବାକୁ ଯୋଜନା କରିଛି। ଏହା ଦେଶର ପ୍ରମୁଖ ସହରଗୁଡ଼ିକୁ ସଂଯୋଗ କରିବ।

ଏହି ସ୍ବତନ୍ତ୍ର ଟ୍ରେନଗୁଡ଼ିକ ସମ୍ବଲପୁର-ଏରୋଡ, ବିଶାଖାପାଟଣା-ତିରୁପତି, ବିଶାଖାପାଟଣା-ଏସ୍‌ଏମ୍‌ଭିବି ବେଙ୍ଗାଲୁରୁ, ବିଶାଖାପାଟଣା-ଚାର୍ଲାପାଲି, ବିଶାଖାପାଟଣା-ଶାଲିମାର, ପୁରୀ-ପାଟନା, ପୁରୀ-ଉଧନା, ଭୁବନେଶ୍ୱର-ଯଶବନ୍ତପୁର ଏବଂ ଭୁବନେଶ୍ୱର-ଧାନବାଦ ସମେତ ପ୍ରମୁଖ ସ୍ଥାନଗୁଡ଼ିକୁ ସଂଯୋଗ କରିବ, ଯାହା ଯାତ୍ରୀଙ୍କ ଚାହିଦାରେ ଆଶା କରାଯାଇଥିବା ବୃଦ୍ଧିକୁ ପୂରଣ କରିବ। ଯାତ୍ରୀମାନେ ଆଇଆର୍‌ସିଟିସି ୱେବ୍‌ସାଇଟ, ରେଲ୍‌ ୱାନ ଆପ୍‌, ପିଆର୍‌ଏସ୍‌ କାଉଣ୍ଟର କିମ୍ବା ଅନ୍‌ଲାଇନରେ ଟିକେଟ ବୁକ୍‌ କରିପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ବାହାର ରାଜ୍ୟକୁ କନ୍ଧମାଳ ହଳଦୀ ବିକ୍ରି କଲେ ମହିଳା

ଦାରିଙ୍ଗବାଡ଼ି, ୧୧/୧୧ (ଅରୁଣ ସାହୁ): କନ୍ଧମାଳ ହଳଦୀ ସାରା ବିଶ୍ୱରେ ଖ୍ୟାତି ଅର୍ଜନ କରିଥିବା ବେଳେ ଏବେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଗଠିତ ପ୍ରଡ୍ୟୁସର…

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ବନ୍ଦ ପାଇଁ ଆମେରିକା ମଧ୍ୟସ୍ଥତାରେ ଆଲୋଚନା

ଆବୁଧାବି,୧୧ା୧୧: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ପାଖାପାଖି ୫ ବର୍ଷ ହେଲା ଲାଗିରହିଥିବା ଯୁଦ୍ଧର ପରିସମାପ୍ତି ପାଇଁ ଆମେରିକା ଆଉ ଏକ ଉଦ୍ୟମ ଆରମ୍ଭ କରିଛି। ୟୁନାଇଟେଡ୍‌…

ଏସିଆ କପ୍‌ ସେମିଫାଇନାଲରେ ଭାରତ-ପାକିସ୍ତାନ! ଫାଇନାଲ ଟିକେଟ୍‌ ପାଇଁ ମହାମୁକାବିଲା, ଜାଣନ୍ତୁ କେବେ ଅଛି ମ୍ୟାଚ

ନୂଆଦିଲ୍ଲୀ, ୧୧।୧୧: ଏସିସି ଅଣ୍ଡର-୧୯ ୟୁଥ ଏସିଆ କପ୍‌ରେ ଭାରତର ଦମ୍‌ଦାର ବିଜୟ। ଶେଷ ଗ୍ରୁପ ଷ୍ଟେଜ୍‌ ମ୍ୟାଚରେ ୟୁଏଇକୁ ୭୦ ରନରେ ପରାସ୍ତ କରି ସେମିଫାଇନାଲରେ…

ଭୟଙ୍କର ରେଳ ଦୁର୍ଘଟଣା: ଇଞ୍ଜିନ ସହ ୭ଟି ବଗି ଲାଇନଚ୍ୟୁତ, ଯାତ୍ରୀଙ୍କ ମଧ୍ୟରେ ଖେଳାଗଲା ଆତଙ୍କ

ଗୁଆହାଟୀ,୧୧।୧୧: ଆସାମର ଗୁଆହାଟୀ ନିକଟରେ ବୁଧବାର ସକାଳେ ଏକ ଭୟଙ୍କର ରେଳ ଦୁର୍ଘଟଣା ଘଟିଛି। ଡିଗାରୁ ଅଞ୍ଚଳରେ ସାଇରାଙ୍ଗ-କୋଲକାତା ଏକ୍ସପ୍ରେସ୍‌ର ଇଞ୍ଜିନ ସମେତ ୭ଟି ବଗି ଲାଇନଚ୍ୟୁତ…

ମଧ୍ୟବିତ୍ତଙ୍କୁ ମହଙ୍ଗା ମାଡ଼: ଏକାଥରେ ଏତେ ଟଙ୍କା ବଢିଗଲା ଏଲପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ, ୧୧।୧୧: ପଡ଼ୋଶୀ ଦେଶ ପାକିସ୍ତାନ ପରେ ଏବେ ବାଂଲାଦେଶରେ ମଧ୍ୟ ରୋଷେଇ ଗ୍ୟାସ (LPG) ଦର ଆକାଶଛୁଆଁ ହୋଇଛି। ଉଭୟ ଦେଶରେ ଗ୍ୟାସ ସଙ୍କଟ ଓ…

ଜନ୍ମଦିନରେ ଚମକିଲା ସଞ୍ଜୁଙ୍କ ଭାଗ୍ୟ! ମିଳିଲା ବଡ଼ ଦାୟିତ୍ୱ, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୧୧।୧୧: ଭାରତୀୟ ଦଳର ଷ୍ଟାର ଉଇକେଟ୍‌ କିପର ବ୍ୟାଟର ସଞ୍ଜୁ ସାମସନଙ୍କୁ ମିଳିଛି ନୂଆ ଦାୟିତ୍ୱ। ଆଜି ଅର୍ଥାତ୍‌ ବୁଧବାର (୧୧ ନଭେମ୍ବର) ସଞ୍ଜୁ ନିଜର…

ଭିତ୍ତିଭୂମି ଖୋଜୁଛି ୧୬୩ ବର୍ଷର ଶିକ୍ଷାନୁଷ୍ଠାନ

କେନ୍ଦ୍ରାପଡ଼ା, ୧୧।୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ାରେ ୧୮୬୩ରେ ମିଡିଲ ଭର୍ନାକୁଲାର ସ୍କୁଲ ଆରମ୍ଭ ହୋଇଥିଲା। ୧୮୮୩ରେ ଏହା ଜିଲାର ପ୍ରଥମ ଇଂଲିଶ ହାଇ ସ୍କୁଲରେ ପରିଣତ ହେଲାା ଆଳି…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ରିଲ୍ସ ନୁହେଁ, ପରିବେଶ ସଚେତନତା ଜରୁରୀ

ଯୁବପିଢ଼ି ଚାହିଁଲେ ପରିବେଶ ପ୍ରଦୂଷଣ ରୋକିପାରିବେ ଆମେ ଦୈନନ୍ଦିନ ଜୀବନରେ ଜଳ ଓ ବାୟୁ ବ୍ୟବହାର କରୁଛୁ। ଯଦି ଜଳ ଓ ବାୟୁ ପ୍ରଦୂଷିତ ହେବ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?