Posted inଖେଳ

ଦେଶବାସୀଙ୍କୁ ସଚିନଙ୍କ ନିବେଦନ, ଦୟାକରି ସାହାଯ୍ୟ କରନ୍ତୁ

ମୁମ୍ବାଇ, ୧୪।୮: ଦେଶବାସୀ ଏବଂ ନିଜ ଫ୍ୟାନ୍‌ମାନଙ୍କୁ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇଦେବା ପାଇଁ ଅପିଲ୍‌ କରିଛନ୍ତି। ଟୁଇଟରେ ସଚିନ କହିଛନ୍ତି, ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ତାଣ୍ଡବରେ ଅନେକ ଲୋକଙ୍କ ଜୀବନ ଯାଇଛି। ବନ୍ୟା ଜଳ କିଛିଟା ହ୍ରାସ ହେବାରୁ ପରିସ୍ଥିତିରେ କିଛିଟା ଉନ୍ନତି ଘଟିଛି। ମୁଁ ପ୍ରଧାନମନ୍ତ୍ରୀଙ୍କ ରିଲଫ୍‌ ପାଣ୍ଠିକୁ ସହାୟତାର ହାତ ବଢାଇଛି। ଆପଣ ମଧ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କୁ ସହାୟତାର ହାତ ବଢାନ୍ତୁ ବୋଲି ସଚିନ୍‌ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, କର୍ନାଟକ, ମହାରାଷ୍ଟ୍ର, କେରଳ ଏବଂ ଗୁଜରାଟରେ ବନ୍ୟା ଆସି ୨୨୭ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।


All Right Reserved By Dharitri.Com

Posted inଖେଳ View All

ବାବରଙ୍କଠାରୁ ପଛରେ କୋହଲି

କରାଚୀ,୩୦।୯: ପାକିସ୍ତାନ ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜାମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୧୧ତମ ଶତକ ଲଗାଇବାରେ ଭାରତୀୟ ସେନସେଶନ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଭାରତୀୟ...

ପନ୍ତଙ୍କୁ ଡାକରା

ନୂଆଦିଲ୍ଲୀ, ୧୨।୬: ଦିଲ୍ଲୀ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବୁଧବାର ଇଂଲଣ୍ଡରେ ପହଞ୍ଚତ୍ଛନ୍ତି। ତାଙ୍କୁ ବ୍ୟାକ୍‌ଅପ ଖେଳାଳି ଭାବେ ଭାରତୀୟ ଦଳରେ ଯୋଗଦେବା ପାଇଁ ଡାକରା...

ଗୋଥାମ୍‌ଙ୍କ ହ୍ୟାଟ୍ରିକ: ଓ୍ବେଷ୍ଟଇଣ୍ଡିଜ-ଏ ୧୯୪ରେ ସୀମିତ

ତରୌବା (ତ୍ରିନିଦାଦ ଆଣ୍ଡ୍‌ ଟବାଗୋ), ୮।୮ (ପି.ଟି.)- ଅଫ୍‌-ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ହ୍ୟାଟ୍ରିକ ଉଇକେଟ୍‌ ସଫଳତା ବଳରେ ଭାରତ-ଏ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ...

ନାମ୍ବିଆକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ, ୩୦।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆରେ ଆଗାମୀ ବର୍ଷ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ନାମ୍ବିଆ ଭାଗନେବ। ଦୁବାଇଠାରେ ଚାଲିଥିବା ଯୋଗ୍ୟତା ପର୍ଯ୍ୟାୟର ସେମିଫାଇନାଲରେ ଦୁଇ ଦଳ ଜାଗା...

ବିଶ୍ୱକପ୍‌ ଓପନିଂ ମ୍ୟାଚ୍‌ କେବେ ଜିତିଥିଲା ଭାରତ

ଆଇସିସି ବିଶ୍ୱକପ୍‌ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍‌ ୫ ଅର୍ଥାତ୍‌ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା...

ଚା’ ଦୋକାନୀଙ୍କ ସହ ରାତ୍ରଭୋଜନ କରି ଋଣ ପ୍ରତିଶୋଧ କରିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜଣେ ମହାନ ଖେଲାଳି ଏଥିରେ ସନ୍ଦେହ ନାହିଁ। କେବଳ ଖେଳାଳି ଭାବେ ନୁହେଁ, ଜଣେ...

ବ୍ରିସ୍‌ବେନ୍‌ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ବୃହତ୍‌ ଶତକ; ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ବ୍ରିସ୍‌ବେନ,୨୩।୧୧(ଏଏଫ୍‌ପି): ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ଓ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନଙ୍କ ବୃହତ ଶତକ ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ...

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ଭାରତକୁ ‘ସାଫ୍‌’ ଟାଇଟଲ

କଲ୍ୟାଣୀ, ୧।୯ (ପି.ଟି.)-ନେପାଳକୁ ୭-୦ ଗୋଲରେ ପରାସ୍ତ କରି ଭାରତ ୧୫ ବର୍ଷରୁ କମ୍‌ ସାଫ୍‌ (ସାଉଥ ଏସିଆନ ଫୁଟ୍‌ବଲ ଫେଡେରେଶନ) ଚାମ୍ପିୟନଶିପ୍‌ ଟାଇଟଲ ହାସଲ...

Leave a comment

Your email address will not be published. Required fields are marked *