Posted inଖେଳ

ଏଥିପାଇଁ ଡ୍ରେସ୍‌ ଖୋଲିଲେ ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି

ଲଣ୍ଡନ, ୧୪।୮:ଇଂଲଣ୍ଡର ଓ୍ବିକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ସାରା ଟେଲର ମହିଳା କ୍ରିକେଟରେ ଏକ ଜଣାଶୁଣା ନାଁ। କ୍ରିକେଟ ପଡିଆରେ ସେ ଅନେକ ରେକର୍ଡର ଅଧିକାରୀ ମଧ୍ୟ। ଖାସ୍‌ ଭାବେ ଓ୍ବିକେଟ୍‌ ପଛରେ ସେ ଅନେକ କ୍ରିକେଟରଙ୍କୁ ପାଣି ପିଆଇ ଦେଇଛନ୍ତି। ଏବେ ସେ ଏକ ମହତ୍‌ କାର୍ଯ୍ୟ ପାଇଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିକଟରେ ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷା ସମ୍ବନ୍ଧୀୟ ଏକ ଅଭିଯାନରେ ସାମିଲ ହୋଇଛନ୍ତି। ଏଥିପାଇଁ ତାଙ୍କୁ ନଗ୍ନ ହେବାକୁ ପଡିଥିଲେ ମଧ୍ୟ ସେ ମହିଳାଙ୍କୁ ସୁରକ୍ଷା ବାର୍ତ୍ତା ଦେବା ପାଇଁ ଏହା କରିବାକୁ ପଛାଇ ନାହାନ୍ତି। ସୋସିଆଲ ମିଡିଆରେ ନିଜରଏକ ନଗ୍ନ ଫଟୋ ଛାଡି ଲେଖଛନ୍ତି, ମୋତେ ଏହା କରିବାକୁ ଅସହଜ ମନେ ହେଉଥିଲେ ମଧ୍ୟ ମୁଁ ମହିଳାଙ୍କ ପାଇଁ ଏହା କରିବାକୁ ଗର୍ବ ଅନୁଭବ କରିଥିଲି। ପ୍ରତ୍ୟେକ ନାରୀ ନିଜ ଶରୀରକୁ ନେଇ ଗର୍ବ କରିବା ଉଚିତ୍‌। ବିଭିନ୍ନ ଶରୀରଗତ ସମସ୍ୟାକୁ ନେଇ ମହିଳାଙ୍କୁ ସଚେତନ କରିବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା ସାରା କହିଛନ୍ତି। ସୂଚନାଯୋଗ୍ୟ, ସାରା ଏକଦିବସୀୟ କ୍ରିକେଟରେ ୭ଟି ଶତକ ହାସଲ କରିଛନ୍ତି।


All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା: ସେମିରେ ବ୍ରାଜିଲ

ପୋର୍ଟୋ ଆଲେଗ୍ରେ,୨୮।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ଦଳ ଶୁଟ୍‌ଆଉଟ୍‌ ଜରିଆରେ ପାରାଗୁଏକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଏଥିପୂର୍ବରୁ ୨୦୧୧ ଓ...

ଫର୍ମୁଲା-୨କୁ ଫେରିବେ ଅର୍ଜୁନ ମାଇନି

ନୂଆଦିଲ୍ଲୀ, ୨୫ା୬ (ପି.ଟି.)-ଆସନ୍ତା ଅଷ୍ଟ୍ରିଆ ଓ ସିଲଭରଷ୍ଟୋନ୍‌ ରାଉଣ୍ଡ ପାଇଁ ଏଫ୍‌ଆଇଏ ଫର୍ମୁଲା-୨ ଗ୍ରୀଡ୍‌କୁ ସାମୟିକ ଫେରିବେ ଯୁବ ଭାରତୀୟ ରେସର ଅର୍ଜୁନ ମାଇନି। ମଙ୍ଗଳବାର...

ଧୋନୀଙ୍କୁ ଗମ୍ଭୀରଙ୍କ ପ୍ରଶଂସା

ନୂଆଦିଲ୍ଲୀ,୨୭।୭- ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ଭେଟେରାନ ଉଇକେଟ କିପର ମହେନ୍ଦ୍ର ସିଂ ଧୋନୀଙ୍କ ଭାରତୀୟ ଆର୍ମିରେ କାର୍ଯ୍ୟ କରିବାକୁ ପ୍ରଶଂସା କରିଛନ୍ତି। ଗମ୍ଭୀରଙ୍କ...

ହଂକଂ ଓପନ ବାତିଲ

ହଂକଂ,୧୩।୯(ଏଏଫ୍‌ପି) : ହଂକଂର ଅନ୍ୟତମ ସମ୍ମାନଜନକ କ୍ରୀଡ଼ା ଭିତ୍ତିକ ଇଭେଣ୍ଟ ସହରରେ ଚାଲିଥିବା ବଡ଼ ଧରଣର ବିକ୍ଷୋଭର ଶିକାର ହୋଇଛି। ପୂର୍ବରୁ ସମାନ କାରଣ ଯୋଗୁ...

ପ୍ରୁତ୍ର ସନ୍ତାନ ଲାଭ କଲେ ଗୀତା- ପବନ

ନୂଆଦିଲ୍ଲୀ, ୨୪।୧୨- ଅଭିଜ୍ଞ ମହିଳା ରେସଲର ଗୀତା ଫୋଗତ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ସେ ଓ ତାଙ୍କ ସ୍ବାମୀ ରେସଲର ପବନ...

ଦ୍ୱିତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ଥିରୁଭାନନ୍ତପୁରମ,୮।୧୨(ପି.ଟି)- ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଆୟୋଜନ ହେବ। ଶୁକ୍ରବାର ପ୍ରଥମ ମ୍ୟାଚ୍‌ରେ...

ଆର୍ଚରଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ସୁରକ୍ଷା ବ୍ୟବସ୍ଥା କଡ଼ା କଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୨୭।୧୧(ଏଏଫ୍‌ପି)- ହାମିଲଟନରେ ଆଗକୁ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ନ୍ୟୁଜିଲାଣ୍ଡ କ୍ରିକେଟ ସୁରକ୍ଷା ତଥା ନିରାପତ୍ତା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିଛି। ମାଉଣ୍ଟ...

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ...

Leave a comment

Your email address will not be published. Required fields are marked *