Posted inଜାତୀୟ

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯିବ। ସେମାନେ ମିରାଜ୍‌-୨୦୦୦ ଯୁଦ୍ଧ ବିମାନର ପାଇଲଟ୍‌। ସେମାନଙ୍କ ମଧ୍ୟରେ ଓ୍ବିଙ୍ଗ୍‌ କମାଣ୍ଡର ଅମିତ୍‌ ରଞ୍ଜନ୍‌, ସ୍କ୍ବାଡ୍ରନ୍‌ ଲିଡ୍‌ର ରାହୁଲ ବସୋୟା, ପଙ୍କଜ ଭୁଜ୍‌ଡେ, ବି.କେ.ଏନ୍‌.ରେଡ୍ଡୀ ଓ ଶଶାଙ୍କ ସିଂଙ୍କୁ ଏହି ମେଡାଲ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ପାକିସ୍ତାନ ବାଲାକୋଟ୍‌ରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଶିବିର ଉପରେ ଏହି ପାଇଲଟ୍‌ମାନେ ବୋମା ବର୍ଷା କରିଥିଲେ।


All Right Reserved By Dharitri.Com

‘ବିଜୟ ଜ୍ୟୋତି’ ଜଳାଇଲେ ରାଜନାଥ

ନୂଆଦିଲ୍ଲୀ,୧୫ା୭(ପି.ଟି.): ଅପରେଶନ୍‌ ବିଜୟର ୨୦ତମ ବାର୍ଷିକୀ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଜାତୀୟ ଯୁଦ୍ଧ ସ୍ମାରକୀଠାରେ ‘ବିଜୟ ଜ୍ୟୋତି’ ଜଳାଇଛନ୍ତି। ଏହି ବିଜୟ...

ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ...

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା

ନୂଆଦିଲ୍ଲୀ: ବଓ୍ବୋଚ୍‌ ଆଇକନ୍‌ ତଥା ବିଗ୍‌ବସ୍‌ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍‌ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ...

ଅବସର ନେବ ବାୟୁସେନା ଯୁଦ୍ଧ ବିମାନ ମିଗ-୨୭

ନୂଆଦିଲ୍ଲୀ,୪।୧୧: ଦୀର୍ଘ ୩୫ ବର୍ଷ ଧରି ଭାରତୀୟ ବାୟୁସେନାକୁ ସେବା ଯୋଗାଇ ଆସୁଥିବା ଯୁଦ୍ଧ ବିମାନ ମିଗ୍‌-୨୭କୁ ଆଗାମୀ ଡିସେମ୍ବର ୩୧ ତାରିଖରୁ କାର୍ଯ୍ୟରୁ ନିବୃତ୍ତ...

ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ...

ନିର୍ଭୟା ମା’ଙ୍କ ପ୍ରାର୍ଥିତ୍ୱକୁ ସ୍ବାଗତ କରୁଛି କଂଗ୍ରେସ: ସୁବାଷ ଚୋପ୍ରା

ନୂଆଦିଲ୍ଲୀ,୧୭।୧: ଗଣବଳାତ୍କାର ପୀଡିତା ନିର୍ଭୟାଙ୍କ ମା’ ଆଶା ଦେବୀ ରାଜନୀତିକୁ ଆସୁଛନ୍ତି ବୋଲି ଖବର ପ୍ରଚାର ହେବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ଦିଲ୍ଲୀ...

Leave a comment

Your email address will not be published. Required fields are marked *