Posted inଜାତୀୟ

ମାର୍କେଟରେ ମିଳୁଛି ମମତା-ମୋଦି ରାଖୀ

ନୂଆଦିଲ୍ଲୀ,୧୪।୮: ରାତି ପାହିଲେ ଦେଶରେ ଭାଇ ଭଉଣୀଙ୍କର ପବିତ୍ର ବନ୍ଧନର ପ୍ରତୀକ ଗହ୍ମାପୂର୍ଣ୍ଣିମା ପାଳନ କରାଯିବ। ଏନେଇ ଦୋକାନ ବଜାର ଚଳଚଞ୍ଚଳ ହୋଇଉଠିଛି। ସହରରେ ଚାରିଆଡେ ଦୋକାନଗୁଡ଼ିରେ ରାଖୀରେ ସଜେଇ ହୋଇଥିବା ବେଳେ ଏହାକୁ କିଣିବା ପାଇଁ ଲୋକମାନଙ୍କର ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। ଦୋକାନଗୁଡ଼ିକରେ ରଙ୍ଗବେରଙ୍ଗ, ବିଭିନ୍ନ ଡିଜାଇନ୍‌ର ରାଖୀ ମିଳୁଛି। ପୂର୍ବରୁ ଛୁଆମାନଙ୍କ ପାଇଁ ସ୍ପାଇଡର ମ୍ୟାନ ଓ କାର୍ଟୁନ ରାଖୀର ଚାହିଦା ରହିଥିବା ବେଳେ ଚଳିତ ଥର ନେତାଙ୍କ ଫଟୋ ଥିବା ରାଖୀର ଟ୍ରେଣ୍ଡ ଚାଲିଛି। ମାର୍କେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଫଟୋ ଥିବା ରାକ୍ଷୀ ମିଳୁଛି। ତୃଣମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ଲାଗି ରହିଥିବା ବେଳେ ମାର୍କେଟରେ ଏହି ରାଖୀର ବହୁଳ ବିକ୍ରି ହେଉଛି।


All Right Reserved By Dharitri.Com

୪୦ ମିନିଟ୍‌ ବନ୍ଦ ହେବା ପରେ କାର୍ଯ୍ୟକ୍ଷମ ହେଲା ୩ସପ୍ତାହ ଶିଶୁର ହାର୍ଟ

ନୁଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଆଲୌକିକ ଘଟଣା ଦେଖିବାକୁ ମିଳିଛି। ୩ ସପ୍ତାହର ଝିଅ ଇନାୟା ହୃଦ୍‌ରୋଗରେ ପୀଡ଼ିତ ଥିବା ବେଳେ ଅସ୍ତ୍ରୋପଚାରରେ ଏହା ଭଲ...

ରାଷ୍ଟ୍ରପତିଙ୍କ ବଙ୍କେଟ ହଲ୍‌କୁ ସୋନିଆଙ୍କୁ କରାଗଲାନି ଆମନ୍ତ୍ରଣ

ନୂଆଦିଲ୍ଲୀ,୨୫।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ତାଙ୍କ ଗସ୍ତର...

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ

ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ...

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ...

ଡାଲି ଖାଇବାକୁ ଲୋକଙ୍କ ପାଖରେ ଟଙ୍କା ନାହିଁ, ଭାରତ ସହ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛନ୍ତି ପାକିସ୍ତାନ ସରକାର

ଇସ୍‌ଲାମାବାଦ, ୧୮।୮: ପାକିସ୍ତାନର ଆର୍ଥିକ ପରିସ୍ଥିତି ସମ୍ପୂର୍ଣ୍ଣ ଧରାଶାୟୀ ହୋଇପଡିଛି। ଦେଶରେ ଡାଲି, ଚାଉଳ ଏବଂ ପନିପରିବା ଦର ଆକାଶଛୁଆଁ ହୋଇଛି। କିନ୍ତୁ ଇମ୍ରାନ ଖାନ୍‌...

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ...

ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌...

Leave a comment

Your email address will not be published. Required fields are marked *