ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ ବିସ୍ଫୋରଣ ଘଟାଇଛନ୍ତି। ଏହି ବିସ୍ଫୋରଣରେ ପଞ୍ଚାୟତ ଅଫିସ ନଷ୍ଟ ହୋଇଯାଇଥିବା ବେଳେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।


All Right Reserved By Dharitri.Com

ମହିଳା ଆଇନଜୀବୀ ଦୀପାଳି ଆତ୍ମହତ୍ୟା ମାମଲା: ଖୋର୍ଦ୍ଧା ଜିଲା ଦୌରାଜଜ୍‌ କୋର୍ଟରେ ପୁରୁଷ ବନ୍ଧୁଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୨୯ା୧(ବ୍ୟୁରୋ):ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶନୀ ଜେନା ଆତ୍ମହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଇଥିବା ପୁରୁଷ ବନ୍ଧୁ ବିକ୍ରମ ମିଶ୍ର ମଙ୍ଗଳବାର ଖୋର୍ଦ୍ଧା ଦୌରାଜଜ୍‌ କୋର୍ଟରେ ଆତ୍ମସମର୍ପଣ...

ପୂଜା ଦୋକାନ ଦେଇଛି ଋଷିବରଙ୍କୁ ଜିଇବାର ସାଧନ

କେନ୍ଦୁଝର,୨।୯(ସ୍ବ.ପ୍ର.)- ନିଷ୍ଠା ଓ ଦୃଢ ଆତ୍ମ ବିଶ୍ୱାସ ତାଙ୍କୁ ଆତ୍ମନିର୍ଭରଶୀଳ ହେବାର ବାଟ ଦେଖାଇଛି। ଚାକିରି ମୋହ ଛାଡି ସେ ତାଙ୍କ ବାପାଙ୍କ ପୂଜା ଦୋକାନକୁ...

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ...

ଭଞ୍ଜନଗରରେ ବିଜେଡି ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

ପିପିଲିରେ ଜାଗା କିଣି ରହୁଥିଲେ

ଅଞ୍ଜଳିଙ୍କୁ ଯୁବତୀ ପଠାଇବାରେ ବାଂଲାଦେଶରେ ଥିବା ତା’ର ଭଉଣୀ ସହଯୋଗ କରୁଥିଲେ। ବାଂଲାଦେଶରେ ଅଞ୍ଜଳି ଓ ଭଉଣୀଙ୍କ ନାଁରେ ହତ୍ୟା ମାମଲା ରହିଛି। ସେମାନେ ମଧ୍ୟ...

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ଏସ୍‌ସିବି ପୁନର୍ବିନ୍ୟାସ: ଜୋବ୍ରା ଅଞ୍ଚଳରେ ଉଚ୍ଛେଦ ବେଳେ ପ୍ରତିବାଦ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ର ନବକଳେବର ଲାଗି ଗୁରୁବାର ଜୋବ୍ରା ଅଞ୍ଚଳରେ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଛି। ଇଲେକ୍ଟ୍ରି...

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା...

Leave a comment

Your email address will not be published. Required fields are marked *