Posted inଜାତୀୟ

ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ ନୀରଜ ଶେଖର

ଲକ୍ଷ୍ନୌ, ୧୪।୮:ଉତ୍ତର ପ୍ରଦେଶର ଏକ ସିଟ୍‌ରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ପୁଅ ନୀରଜ ଶେଖର। ନାମାଙ୍କନବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ଭାଜପା ନେତା ଉପସ୍ଥିତ ଥିଲେ। ଆଶ୍ଚର୍ଯ୍ୟଜନକ ଭାବେ ବିରୋଧୀ ସମାଜବାଦୀ ପାର୍ଟି(ଏସପି)ନେତା ରବି ଶଙ୍କର ସିଂ ଏବଂ ପୂର୍ବତନ ବିଧାୟକ ସିପି ଚନ୍ଦ୍ର ମଧ୍ୟ ସେଠାରେ ଥିଲେ। ସୂଚନାଯୋଗ୍ୟ, ନୀରଜ ଏସପି ଟିକେଟରୁ ରାଜ୍ୟ ସଭା ଏମ୍‌ପି ଥିଲେ। ନିକଟରେ ସେ ଏସପି ଛାଡି ଭାଜପାରେ ଯୋଗ ଦେଇଥିଲେ।


All Right Reserved By Dharitri.Com

ଏଣିକି ସବୁ ଫାର୍ମସୀ ନିଜ ନାମ ଆଗରୁ ଲଗାଇପାରିବେ ‘ଡାକ୍ତର’

ନୂଆଦିଲ୍ଲୀ,୨୮।୫: ଫାର୍ମାସି କାଉନସିଲ ଅଫ ଇଣ୍ଡିଆ (ପିସିଆଇ) ଡାକ୍ତର ଅଫ ଫାର୍ମାସି (PHARM D)କରୁଥିବା ଛାତ୍ରଛାତ୍ରଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଯେଉଁମାନେ ମାନ୍ୟତା...

ଲାହୁଲ-ସ୍ପୀତି ହେବ ଭାରତର ପ୍ରଥମ ଯକ୍ଷ୍ମା ମୁକ୍ତ ଜିଲା

କେଲାଙ୍ଗ୍‌,୨୨।୬: ହିମାଚଳପ୍ରଦେଶର ଲାହୁଲ-ସ୍ପୀତିକୁ ଖୁବ୍‌ ଶୀଘ୍ର ଭାରତର ପ୍ରଥମ ଯକ୍ଷ୍ମା ମୁକ୍ତ ଜିଲା ଭାବେ ଘୋଷଣା କରାଯିବ। ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ ପକ୍ଷରୁ ଏନେଇ...

ରାଫାଲ ଅଫିସରେ ଚୋରି

ପ୍ୟାରିସ୍‌/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ...

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା...

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ...

ଅଧିକ ଅଣ୍ଡା ଖାଉଥିଲେ ସାବଧାନ

ଅଣ୍ଡାରୁ ଆବଶ୍ୟକ ଭିଟାମିନ୍‌ ମିଳେ। ସେଥିପାଇଁ ଅଣ୍ଡାକୁ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଏ। ଅଣ୍ଡାରୁ ଶରୀରକୁ ସମସ୍ତ ପୋଷକ ତତ୍ତ୍ୱ ମିଳେ ଓ ଆପଣଙ୍କ...

ବର୍ଷିଲେ ଅମିତ ଶାହ: କଶ୍ମୀର ପ୍ରସଙ୍ଗରେ ରାଜନୀତି କରୁଛି କଂଗ୍ରେସ, ଭାଜପା ଦେଶଭକ୍ତି

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ସଜବାଜ ଆରମ୍ଭ ହୋଇଯାଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଭାଜପା ଅଧ୍ୟକ୍ଷ...

ଜାତୀୟ ଜଳମାର୍ଗ ବିଲ୍‌:ବିରୋଧ କରିଥିଲେ ଅଧିକାଂଶ ରାଜ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.):କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଜାତୀୟ ଜଳମାର୍ଗ ବିଲ୍‌କୁ ବିଭିନ୍ନ ରାଜ୍ୟ ବିରୋଧ କରିଥିଲେ। ଏପରିକି ଭାଜପା ଶାସିତ ରାଜ୍ୟଗୁଡ଼ିକ ମଧ୍ୟ ଏହା ସପକ୍ଷରେ ନ...

Leave a comment

Your email address will not be published. Required fields are marked *