ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି। ସ୍କୁଲର ଅଧ୍ୟକ୍ଷ ଶିବରାମ ନାଏକଙ୍କ ସହଯୋଗରେ ଡାକ ଯୋଗେ ଏହି ରାଖୀ ପଠାଯାଇଛି। ଯବାନମାନେ ଦେଶର ସୁରକ୍ଷା କବଚ। ସେମାନଙ୍କର ନିଷ୍ଠାପର ସେବା ଓ ଦେଶପ୍ରେମ ଯୋଗୁ ଦେଶ ସୁରକ୍ଷିତ ରହିଥାଏ। ଏହି ବିଦ୍ୟାଳୟର ଅଧ୍ୟକ୍ଷ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରୀଛାତ୍ରଙ୍କ ଏହି କାର୍ଯ୍ୟ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ଉପସ୍ଥିତ ଅତିଥି ସୁତମ ନାଏକ କହିଛନ୍ତି।


All Right Reserved By Dharitri.Com

ମାଛ ଧରାକୁ ନେଇ ସଂଘର୍ଷ ଘଟଣା: ୩ ମାମଲା ରୁଜୁ, ଗ୍ରାମରେ ପୋଲିସ ଛାଉଣୀ

ଗୋପାଳପୁର,୩ା୧୦-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ରାମେୟାପାଟଣା ଓ ଚନ୍ଦନବାଡ଼ ଗ୍ରାମର ବାହୁଦା ନଦୀରେ ମାଛ ଧରିବାକୁ ନେଇ ମଙ୍ଗଳବାର ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ...

ପରିଚୟ ଦେଇଛି ଖବରକାଗଜ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.) ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ରୋଜଗାର ଆଶାରେ ମାତ୍ର ୧୫ ବର୍ଷ ବୟସରେ ଘରୁ ଗୋଡ଼ କାଢ଼ିଥିବା ଛେଣ୍ଡିପଦା ବ୍ଲକ ସାଲୁଇଖମଣ...

ଚିକିଛା ଲାଗି ଟଁକା ଅଭାବ୍‌: ରକତ୍‌ କମ୍‌ଜୋରି ରୋଗ୍‌ରେ ପୀଡ଼ିତ ମା’ପୁଓ

  କଲମପୁର, ୧୮।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କଲମପୁର ବ୍ଲକ ବଡ଼କୁଟ୍ରୁ ପଁଚେତ୍‌ ସଦର ଗଁ। ଓ୍ବାର୍ଡ ନଂ.୧ର ସୁଧାରାମ ଛତ୍ରିଆକଁର ମାଏକିନା ପିଙ୍କି ଛତ୍ରିଆ(୨୪)...

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ...

୬ ଫୁଟ ଲମ୍ବର ବୋଡ଼ା ଉଦ୍ଧାର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.)- ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ୬ ଫୁଟ ଲମ୍ବର ବୋଡା ସାପ ଉଦ୍ଧାର ହୋଇଛି। ଗ୍ରାମର ଗଙ୍ଗାଧର ମହାନ୍ତଙ୍କ...

ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ...

ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍‌.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି।...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ...

Leave a comment

Your email address will not be published. Required fields are marked *