ନୂଆଦିଲ୍ଲୀ,୧୬ା୫: ଫିନ୍କେୟାର ସ୍ମଲ ଫାଇନାନ୍ସ ବ୍ୟାଙ୍କ ପକ୍ଷରୁ ଇନିସିଆଲ୍ ପବ୍ଲିକ୍ ଅଫରିଂ (ଆଇପିଓ) ଅଣାଯିବ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ମଧ୍ୟ ଆଇପିଓ ସଂକ୍ରାନୀୟ ଡ୍ରାଫ୍ଟ ରେଡ୍ ହେରିଂ ପ୍ରୋସ୍ପେକ୍ଟସ୍ (ଡିଏଚ୍ଆର୍ପି) ଦାଖଲ କରାଯାଇଛି। ବିଶେଷ କରି ଇକ୍ୱିଟି ସେୟାର ଜାରି କରି ବ୍ୟାଙ୍କ୍ ଆଇପିଓ ଜରିଆରେ ୬୨୫ କୋଟି ଟଙ୍କା ହାସଲ କରିବାକୁ ଲକ୍ଷ୍ୟ ରଖିଛି। ସେହିଭଳି ଅଫର୍ ଫର୍ ସେଲ୍ ଜରିଆରେ ବ୍ୟାଙ୍କ ତା’ର ପ୍ରତିଷ୍ଠାତା ଓ ନିବେଶକମାନଙ୍କ ୧୭,୦୦୦,୦୦୦ ଇକ୍ୱିଟି ସେୟାର ଉପଲବ୍ଧ କରିବ। ଏଥିରୁ ଯେଉଁ ପାଣ୍ଠି ମିଳିବ ତାହାକୁ ବ୍ୟାଙ୍କ୍ର ଭବିଷ୍ୟତ ପୁଞ୍ଜି ଆବଶ୍ୟକତା ପୂରଣ କରିବା ସହ ବ୍ୟାଙ୍କର ଟାୟାର-୧ ପୁଞ୍ଜିରେ ଉନ୍ନତି ଆଣିବା ଦିଗରେ ବ୍ୟବହାର କରାଯିବ।
ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…
ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍ କୋର୍ଟରେ…
ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…
ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍! ସାରା ରାଜ୍ୟରେ ବାହାରିବ…ମୋଦି କରିବେ…
କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…
ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ
ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍ ପାଇଛି। ସେଥିରେ ୨…
ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…
ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…
୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ
ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…
ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର
ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…
ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos
ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…
Archives

