ରାଜନୀତିରେ ଏଣ୍ଟ୍ରି କଲେ ଆଶିଫା ଭୁଟ୍ଟୋ ଜରଦାରୀ

ଇସଲାମାବାଦ,୧୯।୩: ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀଙ୍କ ସାନ ସାନ ଝିଅ ଆସିଫା ଅଲି ଜରଦାରୀ ପାକିସ୍ତାନ ରାଜନୀତିରେ ପ୍ରବେଶ କରିଛନ୍ତି। ସିନ୍ଧ ପ୍ରଦେଶର ଜାତୀୟ ବିଧାନସଭା ଆସନରେ ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।...

ହଠାତ୍‌ ପ୍ରଧାନମନ୍ତ୍ରୀ ସୁନକଙ୍କୁ ଭେଟିବାକୁ ପହଞ୍ଚିଲେ ଓବାମା

ଲଣ୍ଡନ,୧୯।୩: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପରି ଏକ ଅତ୍ୟାଧୁନିକ ବିଷୟ ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇ ରହଛି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ପ୍ରଥମ ଭାରତୀୟ ମୂଳବାସିନ୍ଦା ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟା ଅଟକ

ବେଙ୍ଗାଲୁରୁ,୧୯।୩: କର୍ନାଟକର ବେଙ୍ଗାଲୁରୁରେ ଅଜାନ ସମୟରେ ହନୁମାନ ଚାଳିଶା ବଜାଇବାକୁ ନେଇ ଉପୁଜିଥିବା ବିବାଦ ବଢ଼ିବାରେ ଲାଗିଛି। ଏଠାରେ ହନୁମାନ ଚାଳିଶା ବଜାଇବାକୁ ନେଇ ଜଣେ ଦୋକାନୀଙ୍କୁ ମାର୍‌ମିଟ୍‌ କରାଯିବାରୁ ହିନ୍ଦୁ ସମ୍ପ୍ରଦାୟଙ୍କ ମଧ୍ୟରେ ଆକ୍ରୋଶ ବଢ଼ିଛି। ମଙ୍ଗଳବାର ଏହି...

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାର୍ଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀ ଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଆଞ୍ଚଳିକ ମହାବିଦ୍ୟାଳୟରେ କୋର-୧...

ଜେଡିୟୁକୁ ବଡ ଝଟ୍‌କା, ପଦ ଛାଡିଲେ ମହାସଚିବ

ଦରଭଙ୍ଗା,୧୯।୩: ଜନତା ଦଳ ୟୁନାଇଟେଡର ଜାତୀୟ ସାଧାରଣ ସମ୍ପାଦକ ବା ରାଷ୍ଟ୍ରୀୟ ମହାସଚିବ ଅଲି ଅଶରଫ ଫାତମି, ଦରଭଙ୍ଗା ଆସନ ଜିତିବାକୁ ଆଶା ରଖିଥିବା ବେଳେ ମଙ୍ଗଳବାର ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସର ସିଟ ବଣ୍ଟନ ପରେ ଇସ୍ତଫା ଦେଇଛନ୍ତି। ସେ...

ଯଦି ସାହାସ ଅଛି, ମେଣ୍ଟ ହେବ ନାହିଁ ବୋଲି ଘୋଷଣା କରନ୍ତୁ ନବୀନ, କହିଲେ…

ଭୁବନେଶ୍ୱର,୧୯।୩: ଜାତୀୟ ଗଣମାଧ୍ୟମକୁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବୟାନ ପରେ ପିସିସି ସଭାପତି ଶରତ ପଟ୍ଟନାୟକ ନିଜର ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରେ ପାଣ୍ଡିଆନ ଦେଇଥିବା ବୟାନ, ବିଜେଡି ଓ ଭାଜପା ମଧ୍ୟରେ ଥିବା ସମ୍ପର୍କକୁ ସ୍ପଷ୍ଟ କରିଛି ବୋଲି...

ଜେଲରୁ କେ. କବିତାଙ୍କୁ ଚିଠି ଲେଖିଲେ ମହାଠକ ସୁକେଶ

ନୂଆଦିଲ୍ଲୀ,୧୯।୩: ଦିଲ୍ଲୀର ତିହାର ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ‘ତିହାର କ୍ଲବ’ରେ କେ.କବିତାକୁ ସ୍ବାଗତ କରି ଆଉ ଏକ ବିସ୍ଫୋରକ ଚିଠି ଜାରି କରିଛନ୍ତି। ଏହି ଚିଠିରେ ସେ ଦାବି କରିଛନ୍ତି ଯେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ...

ଭାଜପାକୁ ଯେଉଁ ସମର୍ଥନ ମିଳିଛି ତାକୁ ଦେଖି ଉଡିଛି ଡିଏମକେର ନିଦ: ମୋଦି

ନୂଆଦିଲ୍ଲୀ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ଦକ୍ଷିଣରେ ଭାଜପାର ମିଶନ ଜାରି ରହିଛି। କେରଳରେ ଏକ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ତାମିଲନାଡୁରେ ପହଞ୍ଚିଛନ୍ତି। ତାମିଲନାଡୁର ସାଲେମରେ ତାଙ୍କୁ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି...

ବ୍ଲାକରୋଜ ଜାହାଜ ବୁଡ଼ି ମାମଲା; ହାଇକୋର୍ଟରେ ସିବିଆଇର୍ ସତ୍ୟପାଠ ଦାଖଲ

କଟକ,୧୯।୩ (କାର୍ତ୍ତିକ ସାହୁ) ବ୍ଲାରୋଜ ଜାହାଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି ନେଇ ରୁଜୁ ମାମଲାରେ ସିବିଆଇ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ସତ୍ୟପାଠ ଦାଖଲ ହୋଇଛି । ଏହି ମାମଲାର ତଦନ୍ତ ଅନୁମତି ପାଇଁ ରାଜ୍ୟ ସରକାରଙ୍କୁ ଦୁଇ...

ସିଏଏକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ ଆଶ୍ୱସ୍ତି, ନାଗରିକତା ଦେବାରେ ରହିବ ନାହିଁ କୌଣସି ରୋକ

ନୂଆଦିଲ୍ଲୀ,୧୯।୩: ନାଗରିକତ୍ୱ ସଂଶୋଧନ ଅଧିନିୟମ ୨୦୧୯(ସିଏଏ) ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ସମୟରେ କେନ୍ଦ୍ର ପାଇଁ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ପ୍ରସଙ୍ଗରେ ଉତ୍ତର ଦାଖଲ କରିବାକୁ ସମୟ ମାଗିଛନ୍ତି। ଏହା ଉପରେ ଆବେଦନକାରୀଙ୍କ ପକ୍ଷରୁ ଇନ୍ଦିରା...

ମେଣ୍ଟ ନେଇ ବଡ଼ ବୟାନ ଦେଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୧୯।୩: ରାଜ୍ୟରେ  ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ଏହା ସହ ସେ ଦେଶରେ ମୋଦି ସରକାର ଏବଂ...

କୁଣ୍ଡରୁ ପିମ୍ପୁଡ଼ିି ଦୂରକରିବାର କେତୋଟି ସହଜ ଉପାୟ…

କୁଣ୍ଡରେ ବିଭିନ୍ନ ଫୁଲ, ଫଳ, ପରିବା ଆଦି ଗଛ ଲଗାଇବାକୁ ଅନେକେ ଭଲ ପାଆନ୍ତି। ହେଲେ ଖରାଦିନେ କୁଣ୍ଡ ଭିତରେ ପିମ୍ପୁଡ଼ି ବସା ବାନ୍ଧିବା ଯୋଗୁ ଗଛ ଝାଉଁଳିପଡ଼ିବା କିମ୍ବା କେବେ କେବେ ମରିଯାଉଥିବା ଦେଖିବାକୁ ମିଳେ। ଯଦି ଆପଣ...

ମୋତେ ନିର୍ବାଚନ ଜିତିବା ପାଇଁ ବ୍ୟାନର ପୋଷ୍ଟରର ଆବଶ୍ୟକତା ନାହିଁ: ଗଡକରୀ

ନୂଆଦିଲ୍ଲୀ,୧୯।୩: ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ଲିଡରସିପ କନକ୍ଲେଭ ‘ରାଇଜିଂ ଭାରତ ୨୦୨୪’ ର ପ୍ଲାଟଫର୍ମରୁ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ସ୍ପଷ୍ଟ କରିଛନ୍ତି ଯେ ସେ କେବେବି ଭାଜପା ଛାଡିବେ ନାହିଁ। ନିତିନ ଗଡକରୀ ତାଙ୍କ ବିଜୟର ପୂର୍ବାନୁମାନ...

ଭାଜପାରେ ଯୋଗଦେଲେ ହେମନ୍ତ ସୋରେନଙ୍କ ଭାଉଜ

ରାଞ୍ଚି,୧୯।୩: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ସୀତା ସୋରେନ ମଙ୍ଗଳବାର ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏବେ କୁହାଯାଉଛି ଯେ ସେ ଭାଜପା ସହ ହାତ ମିଳାଇଛନ୍ତି। ସୀତା ସୋରେନ ହେଉଛନ୍ତି ଜେଏମଏମ ମୁଖ୍ୟ ଶିବୁ ସୋରେନଙ୍କ ବଡ...

ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ...

ଡାଇବେଟିସ୍‌ କମାଇବ ଏହି ଜୁସ୍‌

ଡାଇବେଟିସ୍‌ ସମସ୍ୟା ଥରେ ଦେଖାଦେଲେ ପ୍ରତିଦିନ ମେଡିସିନ ଖାଇବାକୁ ପଡ଼ିଥାଏ। ହେଲେ କେତେଜ ଜୁସ୍‌କୁ ଖାଦ୍ୟ ତାଲିକାରେ ସାମିଲକଲେ ଡାଇବେଟିସ୍‌କୁ ନିୟନ୍ତ୍ରଣରେ ରଖାଯାଇପାରିବ… କଲରା ଜୁସ୍‌: କଲରା ଜୁସ୍‌ ରକ୍ତରେ ଶର୍କରା ପରିମାଣକୁ ନିୟନ୍ତ୍ରଣରେ ରଖିବାରେ ବେଶ୍‌ ସାହାଯ୍ୟକରେ। କଲରାରେ...

ରିଲ୍ସ: କାହା ପାଇଁ କେମିତି

ବର୍ତ୍ତମାନ ସୋସିଆଲ ମିଡିଆ ଖୋଲିବା ମାତ୍ରେ ଯାହା ସବୁଠୁ ଅଧିକ ଦେଖିବାକୁ ମିଳୁଛି ତାହା ହେଲା ରିଲ୍ସ। ଯାହାର ନିଶା ଏବେ ସର୍ବାଧିକ ଘାରିଛି ମହିଳାଙ୍କୁ। ଏହା କାହାକୁ ନିଜ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବାର ସୁଯୋଗ ଦେଉଛି ତ...

ଦୁଇ ଭାଇ ହେଲେ ଦୁଇ ରାଜ୍ୟର ଡିଜିପି

ନୂଆଦିଲ୍ଲୀ,୧୯।୩: ଦୁଇ ଭାଇ ହେଲେ ଦୁଇ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ। ସେମାନେ ହେଉଛନ୍ତି ଆଇପିଏସ ଅଧିକାରୀ ବିକାଶ ସହାୟ ଏବଂ ବିବେକ ସହାୟ। ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ବିକାଶ ସହାୟ ଗୁଜରାଟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବରେ କାର୍ଯ୍ୟ କରୁଥିବା...

ଅବମାନନା ନୋଟିସର ଜବାବ ଦେଲାନାହିଁ ପତଞ୍ଜଳି

ଅବମାନନା ନୋଟିସର ଜବାବ ଦେଲାନାହିଁ ପତଞ୍ଜଳି ନୂଆଦିଲ୍ଲୀ,୧୯।୩: ଆୟୁର୍ବେଦିକ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ଏବଂ ଯୋଗ ଗୁରୁ ରାମଦେବଙ୍କୁ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ସୁପ୍ରିମକୋର୍ଟ କହିଛନ୍ତି। ବାସ୍ତବରେ, ସୁପ୍ରିମକୋର୍ଟ ପତଞ୍ଜଳି ଏବଂ ବାଲକୃଷ୍ଣାଙ୍କୁ...

ବିଜେଡି -ଭାଜପା ମେଣ୍ଟ ପ୍ରସଙ୍ଗ ଉପରେ ଏଭଳି ବୟାନ ଦେଲେ ପ୍ରଦୀପ୍ତ ନାଏକ, ବଢୁଛି…

ଭୁବନେଶ୍ୱର,୧୯।୩: ବିଜେଡି -ଭାଜପା ମେଣ୍ଟକୁ ନେଇ ଚିତ୍ର ସ୍ପଷ୍ଟ ହୋଉନାହିଁ। ଯାହାକୁ ନେଇ ଦ୍ୱନ୍ଦ ଜାରି ରହିଛି। ଏହି ସମୟରେ ମେଣ୍ଟ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ବିଧାୟକ ପ୍ରଦୀପ୍ତ ନାଏକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମେଣ୍ଟ ନିଷ୍ପତ୍ତି ରାଜ୍ୟ...

ଡିପ୍ରେସନ୍‌ ଦୂର କରିବା ପାଇଁ ଏମିତି କାମ କରନ୍ତି ଏଲନ ମସ୍କ

କାଲିଫର୍ନିଆ,୧୯।୩: ଅରବପତି ଏଲନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କିଛି ଦିନ ପୂର୍ବେ ଡିପ୍ରେସନ ପାଇଁ ସେ କେଟାମାଇନ ଭଳି ଔଷଧ ବ୍ୟବହାର କରୁଥିବା ଖବର ଆଲୋଚନାରେ ଥିଲା। ଟେସଲା ଏବଂ ସ୍ପେସ ଏକ୍ସର ଅନେକ ବୋର୍ଡ ସଦସ୍ୟ ଏଲନ...