୬୨୭ ନାମାଙ୍କନ ପତ୍ର ଦାଖଲ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯ ଓ ୨୬ ତାରିଖରେ ୨ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜିଲାର ମୋଟ ୧୯୪ରୁ ୧୯୩ଟି ସମବାୟ ସମିତିରେ ନିର୍ବାଚନ ହେବାକୁ ଯାଉଛି।

ପ୍ରଥମ ପର୍ଯ୍ୟାୟ ଅର୍ଥାତ ଜୁନ୍‌ ୧୯ରେ ୧୦୩ଟି ଓ ୨ୟ ପର୍ଯ୍ୟାୟରେ ୯୦ଟି ସେବା ସମବାୟ ସମିତି ଲାଗି ନିର୍ବାଚନ ହେବ। ମୟୂରଭଞ୍ଜ ସମବାୟ ନିର୍ବାଚନ ଅଧିକାରୀ ତଥା ଜିଲା ନିବନ୍ଧକ ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗତ ୨୭ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ପରେ ୩୦ ଓ ୩୧ ତାରିଖ ୨ଦିନ ନାମାନଙ୍କନ ପତ୍ର ଦାଖଲ କାର୍ଯ୍ୟ ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ୫୧ଟି ଲ୍ୟାମ୍ପସରୁ ପ୍ରଥମ ପର୍ଯ୍ୟାୟରେ ୨୮ଟି ଲ୍ୟାମ୍ପସରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରତ୍ୟେକରେ ୧୫ଜଣ ପରିଚାଳନା ସଦସ୍ୟାସଦସ୍ୟ ପଦବୀ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ମୋଟ ୪୨୦ ପଦବୀ ପାଇଁ ୬୨୭ଜଣ ନାମାନଙ୍କନ ପତ୍ର ଦାଖଲ କରିଛନ୍ତି। ଜିଲାର ଉଦଳା ଲ୍ୟାମ୍ପସରେ ସର୍ବାଧିକ ୪୯ଟି ନାମାନଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ରାଇରଙ୍ଗପୁର ଲ୍ୟାମ୍ପସରେ ସର୍ବନିମ୍ନ ୭ଜଣ ନାମାନଙ୍କନ ପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri