୬୨୭ ନାମାଙ୍କନ ପତ୍ର ଦାଖଲ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯ ଓ ୨୬ ତାରିଖରେ ୨ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଜିଲାର ମୋଟ ୧୯୪ରୁ ୧୯୩ଟି ସମବାୟ ସମିତିରେ ନିର୍ବାଚନ ହେବାକୁ ଯାଉଛି।

ପ୍ରଥମ ପର୍ଯ୍ୟାୟ ଅର୍ଥାତ ଜୁନ୍‌ ୧୯ରେ ୧୦୩ଟି ଓ ୨ୟ ପର୍ଯ୍ୟାୟରେ ୯୦ଟି ସେବା ସମବାୟ ସମିତି ଲାଗି ନିର୍ବାଚନ ହେବ। ମୟୂରଭଞ୍ଜ ସମବାୟ ନିର୍ବାଚନ ଅଧିକାରୀ ତଥା ଜିଲା ନିବନ୍ଧକ ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗତ ୨୭ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ପରେ ୩୦ ଓ ୩୧ ତାରିଖ ୨ଦିନ ନାମାନଙ୍କନ ପତ୍ର ଦାଖଲ କାର୍ଯ୍ୟ ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ୫୧ଟି ଲ୍ୟାମ୍ପସରୁ ପ୍ରଥମ ପର୍ଯ୍ୟାୟରେ ୨୮ଟି ଲ୍ୟାମ୍ପସରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରତ୍ୟେକରେ ୧୫ଜଣ ପରିଚାଳନା ସଦସ୍ୟାସଦସ୍ୟ ପଦବୀ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ମୋଟ ୪୨୦ ପଦବୀ ପାଇଁ ୬୨୭ଜଣ ନାମାନଙ୍କନ ପତ୍ର ଦାଖଲ କରିଛନ୍ତି। ଜିଲାର ଉଦଳା ଲ୍ୟାମ୍ପସରେ ସର୍ବାଧିକ ୪୯ଟି ନାମାନଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ରାଇରଙ୍ଗପୁର ଲ୍ୟାମ୍ପସରେ ସର୍ବନିମ୍ନ ୭ଜଣ ନାମାନଙ୍କନ ପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?