ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨ ଏବଂ ଜଗତସିଂହପୁରରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୨୨, ବରଗଡ଼ ୭, ଭଦ୍ରକ ୭, ବଲାଙ୍ଗୀର ୧, ଦେବଗଡ଼ ୧, ଢେଙ୍କାନାଳ ୫, ଗଜପତି ୨, ଗଞ୍ଜାମ ୧, ଯାଜପୁର ୧୯, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୨, କୋରାପୁଟ ୧୬, ମୟୂରଭଞ୍ଜ ୨୨, ନୟାଗଡ଼ ୭, ପୁରୀ ୯, ରାୟଗଡ଼ା ୪, ସମ୍ବଲପୁରରୁ ଏବଂ ସୁନ୍ଦରଗଡ଼ରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ବେଳେ ୧୦,୦୪,୮୪୫ ଜଣ ସୁସ୍ଥ ହୋଇଛନ୍ତି। ୫୯୦୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍‌

ଚୌଦ୍ୱାର,୧୫।୪(ଡି.ଏନ୍‌.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍‌ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ...

ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୮।୭: ୩ ଦିନ ପରେ ରଥଯାତ୍ରା। ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।...

୧୯ରେ ଆଉ ଏକ ଲଘୁଚାପ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୬(ବ୍ୟୁରୋ)- ଆସନ୍ତା ୧୯ ତାରିଖରେ ପଶ୍ଚିମବଙ୍ଗ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ...

ଆଇଏଏସ୍‌ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ...

ଢେଙ୍କାରେ ପହଞ୍ଚିଲେ ୭ ପ୍ରବାସୀ ଓଡ଼ିଆ

ହାଟଡିହୀ,୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ୭ ପ୍ରବାସୀ ଓଡ଼ିଆ ସୋମବାର ବିଳମ୍ବିତ ରାତିରେ ପହଞ୍ଚିଛନ୍ତ। ଏମାନେ ସୁରଟରୁ ନିଜ ଖର୍ଚ୍ଚରେ ବାଲେଶ୍ୱର...

ଚୌଦ୍ୱାର ସର୍କଲ ଜେଲ: ଆଧୁନିକୀକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କଟକ ଜିଲାର ଚୌଦ୍ୱାର ସର୍କଲ ଜେଲ୍‌ର ଉନ୍ନତି କରାଯାଇ ଓଡ଼ିଶାରେ ଏକ ମଡେଲ ଜେଲରେ ପରିଣତ କରାଯିବ। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌...

ଆଣ୍ଡମାନ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଆଣ୍ଡମାନ ଛୁଇଁଲା ମୌସୁମୀ । ସୋମବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର...

ସମୀର ହୋଇପାରନ୍ତି ପରବର୍ତ୍ତୀ ଭାଜପା ସଭାପତି, ଆନୁଷ୍ଠାନିକ ଘୋଷଣା ବାକି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟ ଭାଜପା ସଭାପତି କିଏ ହେବ ସେ ନେଇ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ବରିଷ୍ଠ ନେତା ସମୀର ମହାନ୍ତି ମଙ୍ଗ ଧରିବା...

Advertisement
Archives

Model This Week