ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨ ଏବଂ ଜଗତସିଂହପୁରରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୨୨, ବରଗଡ଼ ୭, ଭଦ୍ରକ ୭, ବଲାଙ୍ଗୀର ୧, ଦେବଗଡ଼ ୧, ଢେଙ୍କାନାଳ ୫, ଗଜପତି ୨, ଗଞ୍ଜାମ ୧, ଯାଜପୁର ୧୯, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୨, କୋରାପୁଟ ୧୬, ମୟୂରଭଞ୍ଜ ୨୨, ନୟାଗଡ଼ ୭, ପୁରୀ ୯, ରାୟଗଡ଼ା ୪, ସମ୍ବଲପୁରରୁ ଏବଂ ସୁନ୍ଦରଗଡ଼ରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ବେଳେ ୧୦,୦୪,୮୪୫ ଜଣ ସୁସ୍ଥ ହୋଇଛନ୍ତି। ୫୯୦୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri