ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର ଜେନା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମାନବ ସମ୍ବଳ ମହାପ୍ରବନ୍ଧକ ସତ୍ୟାନନ୍ଦ ସାହୁ ୟୁନିୟନ କାର୍ଯ୍ୟାଳୟର ନୂତନ ଫାଟକକୁ ଉଦ୍‌ଘାଟନ କରିଥିଲେ। ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, କାର୍ଯ୍ୟକାରୀ ସଭାପତି ହେମନ୍ତ ପ୍ରଧାନ, ସମ୍ପାଦକ ଏସ.କେ ମହାରଣା, ସୁଜିତ ସେଠ୍‌ ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By Dharitri.Com

ଅଗ୍ନି ବିପନ୍ନଙ୍କୁ ଭେଟିଲା ପ୍ରଶାସନ

ମାଧପୁର, ୧୬ା୫- ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ନୂଆମାଣତ୍ରୀ ଗ୍ରାମରେ ଶୁକ୍ରବାର ରାତିରେ ଅଗ୍ନିକାଣ୍ଡରେ ଜୀବର୍ଦ୍ଧନ ଘିଓ୍ବାଲା, ନିରଞ୍ଜନ ପ୍ରଧାନ, ବବ୍‌ରୁବାହାନ ପ୍ରଧାନ, ନବକୁମାର ପ୍ରଧାନ,...

ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା

ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା...

ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ...

ହୃଦ୍‌ଘାତରେ ବ୍ୟକ୍ତିଙ୍କ ମୃତ୍ୟୁ: ସତ୍କାରବେଳେ ମହୁମାଛି ଆକ୍ରମଣ, ୬ ଗୁରୁତର

ବନ୍ତଳା,୬।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମ ପାଟଣାସାହିର ଦାମୋଦର ସାମଲ(୫୮)ଙ୍କ ଶନିବାର ହୃଦଘାତରେ ମୃତ୍ୟୁ ଘଟିଛି। ତାସ ଖେଳୁଥିବାବେଳେ ଛାତିରେ ଯନ୍ତ୍ରଣା...

ନାଲ୍‌କୋ ସ୍ମେଲଟର ପୂର୍ବତନ ଜିଏମ୍‌ଙ୍କୁ ୨ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୭।୯-ନାଲ୍‌କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ...

ଶ୍ରମିକଙ୍କ ମୃତଦେହ ବୋଲେରୋରେ ନେଉଥିଲେ ପ୍ଲାଣ୍ଟ କର୍ମଚାରୀ: ରାସ୍ତାରୁ ଜବତ କଲା ପୋଲିସ

ପରଜଙ୍ଗ,୧୩।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇସ୍ଥିତ ଜିଏମ୍‌ ଆଇରନ ଆଣ୍ଡ୍‌ ଷ୍ଟିଲ୍‌ କମ୍ପାନୀରେ ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ୍ୟୁ ଘଟିଥିବା...

ଚାଷୀଙ୍କୁ ମିଳୁନି, କଳାବଜାର ଆଶଙ୍କା

ଢେଙ୍କାନାଳ ଅଫିସ, ୧୨।୯ – ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ...

ଥଇଥାନ ଦାବିରେ ଆନ୍ଦୋଳନ: ଦୋକାନ ବନ୍ଦ କଲେ ମାଛ, ମାଂସ ବିକ୍ରେତା ସଂଘ

ପାଲଲହଡା,୨୩।୧୧(ଡି.ଏନ.ଏ.) – ଥଇଥାନ ଦାବି କରିଥିବା ପାଲଲହଡ଼ା ଉପଖଣ୍ଡ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଶୁକ୍ରବାରଠାରୁ ଆନ୍ଦୋଳନ ଆରମ୍ଭ କରାଯାଇଛି। ସଂଘ ସୋମବାରଠାରୁ ଦୋକାନ...

Leave a comment

Your email address will not be published. Required fields are marked *