ଜୟପୁରରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ

ଜୟପୁର,୧୫।୮(ନି.ପ୍ର.) : ଜୟପୁର ମୁଖ୍ୟରାସ୍ତାରେ ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ଲୋକନାଥ ଦଳ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ। ଜୟପୁର ଉପଖଣ୍ଡର ଏନ୍‌ସିସି, ଗାଇଡ଼,ସ୍କାଉଟ, ସିଭିଲିୟନ,ଘୋଷ ବାଦ୍ୟ ଭଳି ୫୦ଟି ଗ୍ରୁପ ପରେଡ଼ରେ ଅଂଶଗ୍ରହଣ କରିଥିଲେ। ଜୟପୁର ଏସ୍‌ଡିପିଓ ସାଗରିକା ନାଥ ମଞ୍ଚରେ ଯୋଗ ଦେଇଥିଲେ। ପରେଡ଼ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


All Right Reserved By Dharitri.Com

ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ରାୟଗଡ଼ା ଅଫିସ,୨।୧: ରାୟଗଡ଼ା ଜିଲା କୁର୍ଲୀ ପଞ୍ଚାୟତର ଉତକାପାଡ଼ୁ ଗ୍ରାମ ନିକଟରେ ଟ୍ରାକ୍ଟର ବାଇକ ମୁହାଁମୁହିଁ ହେବାରୁ ଘଟଣାସ୍ଥଳରେ ବାଇକ୍‌ ଚାଳକ କଣ୍ଡାଗରୀ କାନଟୁଙ୍କ ମୃତ୍ୟୁ...

ମୋବାଇଲ ଚୋରି ର଼୍ୟାକେଟ୍‌: ୪ ଗିରଫ

ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ...

ଅଜଣା ଗାଡ଼ି ଧକ୍କାରେ ଡ୍ରାଇଭରଙ୍କ ଜୀବନ ଗଲା

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ସିଆଳିଯୋଡ଼ାଠାରେ ରବିବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ...

ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି

ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ...

ଭିଜିଲାନ୍ସ ଜାଲରେ ଗୁଡ଼ଭେଲା ବିଇଓ ଅଫିସ ମୁଖ୍ୟ କିରାଣୀ

ବଲାଙ୍ଗୀର ଅଫିସ, ୨୦ା୮: ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ଡମନ୍‌ ପ୍ରସାଦ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ...

ବିଦ୍ୟୁତ୍‌ ଆଘାତରେ ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡା, ୧୧ା୭(ଡ଼ି.ଏନ.ଏ)- ରାୟଗଡା ଜିଲା କୁମୁଡାବାଲି  ବ୍ଲକ  ମୁନିଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବୁଧବାର ରାତିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ...

ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ...

ରାୟଗଡ଼ା ବନ ବିଭାଗ, ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ରାୟଗଡ଼ା ଅଫିସ, ୧୫।୮-ଜିଲା ଆଇନ ସେବା ପ୍ରାଧିକରଣ ଓ ରାୟଗଡ଼ା ବନଖଣ୍ଡର ମିଳିତ ଆନୁକୂଲ୍ୟରେ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ କରାଯାଇଛି। ସ୍ଥାନୀୟ ଅଶୋକ ନଗରଠାରୁ...

Leave a comment

Your email address will not be published. Required fields are marked *