Posted inUncategorized

ସ୍ବାଧୀନତା ଦିବସ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁଟିନ

ମସ୍କୋ,୧୫।୮: ଭାରତର ୭୩ ତମ ସ୍ବାଧୀନତା ଦିବସ ଅବସରରେ ରୁଷ ରାଷ୍ଟ୍ରପତି ଭ୍ଲାଡିମିତ ପୁଟିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚିଠିଲେଖି ପୁଟିନ ଏହି ଶୁଭେଚ୍ଛା ଜଣାଇଥିବା ସୂଚନା ମିଳିଛି। ଭାରତ ଓ ରୁଷ ମଧ୍ୟରେ ସମ୍ପର୍କ ଭଲ ଥିବା ବେଳେ ଉଭୟ ମିତ୍ର ରାଷ୍ଟଭାବେ ପରିଚିତ।


All Right Reserved By Dharitri.Com

Posted inUncategorized View All

ଚାଲିଛି ନାୟିକା ଖୋଜା

ପ୍ରତିମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ସିନେମା ‘ଗଁ।ର ନଁ। ଗାଲୁଆପୁର’। କମେଡିଭିତ୍ତିକ କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଥିବା ଏହି...

ଦୀପାବଳି ପାଇଁ କମିଶନରେଟ ପୋଲିସର ନିର୍ଦ୍ଦେଶାନାମା ଜାରି: ରାତି ୮ରୁ ୧୦ଟା ପର୍ଯ୍ୟନ୍ତ ଫୁଟିବ ବାଣ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ଦୀପାବଳି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଦୀପାବଳି ଦିନ ରାତି ୮ରୁ ୧୦ଟା ପର୍ଯ୍ୟନ୍ତ...

ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ...

ମିଳୁନି ଆଶାନୁରୂପ କର୍ମନିଯୁକ୍ତି

କେନ୍ଦ୍ରାପଡ଼ା ଅଫିସ୍‌, ୧୧।୨:କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ପ୍ରମୁଖ ସମସ୍ୟା। ଜିଲାରେ ଶିଳ୍ପ ପ୍ରତିଷ୍ଠାନ ନଥିବା ବେଳେ ଅର୍ଥକରୀ ଫସଲ ପାଇଁ ପ୍ରୋତ୍ସାହନ ନ...

ଝିଅ ବିବାହ ପୂର୍ବରୁ ବାପାଙ୍କୁ ମୃତ ଘୋଷଣା କଲେ ଡାକ୍ତର: ବିଦା ପରେ ଜୀବନ ଫେରିଲା

କୌଣସି ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବାର କିଛି ସମୟ ପରେ ପୁଣି ଥରେ ତାଙ୍କର ନିଃଶ୍ୱାସପ୍ରଶ୍ୱାସ ଚାଲିବା ଘଟଣା ଆମେ ବହୁବାର ଶୁଣିବାକୁ ପାଇଛୁ।...

ରୂପ୍‌ସା ଜଙ୍କଶନରେ ଫୁଟ୍‌ ଓଭରବ୍ରିଜ ନିର୍ମାଣ ତ୍ୱରାନ୍ବିତ:ଅନୁଧ୍ୟାନ କଲେ ଡିଆରଏମ୍‌

ରୂପ୍‌ସା, ୨୧।୭(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଚାଲିଥିବା ଫୁଟ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ ଶେଷ...

ଯାତ୍ରା ଜଗତର ଲୋକପ୍ରିୟ ଯୋଡ଼ି ସନ୍ତୋଷ-କୁସୁମ

ଯାତ୍ରା ଜଗତର ଏକ ଲୋକପ୍ରିୟ ଯୋଡ଼ି ହେଉଛନ୍ତି ସନ୍ତୋଷ-କୁସୁମ ଯୋଡ଼ି। ନିଜ ନିଜର ନିଆରା ଅଭିନୟରେ ସେମାନେ ଦର୍ଶକଙ୍କୁ ସାରା ରାତି ବାନ୍ଧି ରଖିଥାନ୍ତି। ସନ୍ତୋଷଙ୍କ...

Leave a comment

Your email address will not be published. Required fields are marked *