Posted inUncategorized

ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ ସମୟରେ ଅସୁସ୍ଥ ହୋଇପଡ଼ିଥିଲେ। ଆର୍‌ଡିସିଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିିକିସତ୍ାଳୟରେ ଭର୍ତ୍ତି କରାଯାଇଥିଲା। ସେ ଏବେ ସୁସ୍ଥ ଅଛନ୍ତି। ଅନ୍ୟପକ୍ଷେ ପରେଡ୍‌ରେ ଭାଗ ନେଇଥିବା ୪ଜଣ ଛାତ୍ରୀଛାତ୍ର ଅନୁରୂପ ଭାବେ ତଳେ ପଡ଼ି ଯାଇଥିଲେ। ପରେଡ ଓ ପୁରସ୍କାର ବିତରଣ ସମୟରେ ଖରା ଅଧିକ ହେବାରୁ ଆର୍‌ଡିସି ଓ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ।


All Right Reserved By Dharitri.Com

Posted inUncategorized View All

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା...

ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା

ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ...

ରାଜ୍ୟ ଆସୋସିଏଶନ ନିର୍ବାଚନ ପାଇଁ ତାରିଖ ଘୁଞ୍ଚାଇଲା ବିସିସିଆଇ

ମୁମ୍ବାଇ,୬।୯(ପିଟି)- ସୁପ୍ରିମକୋର୍ଟଙ୍କ ଦ୍ୱାରା ବିସିସିଆଇ ପରିଚାଳନା ପାଇଁ ନିଯୁକ୍ତ ପ୍ରଶାସକ କମିଟି (ସିଓଏ) ଶୁକ୍ରବାର ରାଜ୍ୟ ଶାଖାଗୁଡ଼ିକର ନିର୍ବାଚନ ଶେଷ କରିବାର ଅନ୍ତିମ ତାରିଖକୁ ଦୁଇ...

ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ...

ଯେଉଁଠି କନ୍ୟାକୁ ବିବାହ କରନ୍ତି ବରର ଭଉଣୀ

ବିବାହକୁ ନେଇ କେଉଁଠି କେତେ ପ୍ରକାରର ନିୟମ ରହିଛି। ହେଲେ ଗୁଜରାଟର ଛୋଟା ଉଦୟପୁରରେ ଥିବା ସୁରଖେଡା ଗାଁର ଆଦିବାସୀଙ୍କ ବିବାହ ପ୍ରଥା ଶୁଣିଲେ ଯେ...

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା...

ଚୋରି ଉଦ୍ୟମ ବେଳେ ଧରାପଡ଼ିଲେ ୩ ଚୋର:ଗୋଡ଼େଇ ଗୋଡ଼େଇ ପିଟିଲେ ଗ୍ରାମବାସୀ

ରଣପୁର,୧୫।୮(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ନରେନ୍ଦ୍ରପୁର ପଞ୍ଚାୟତ ଡିହଗଁାରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ କରି ଖସି ପଳାଉଥିବାବେଳେ ୩ ଚୋର...

Leave a comment

Your email address will not be published. Required fields are marked *