ଆନନ୍ଦପୁରରେ ସ୍ବାଧୀନତା ଦିବସ

ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସକାଳ ୮.୩୦ରେ  ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ ଗ୍ରହଣ କରିବା ସହିତ ସ୍ବାଧୀନତା ଦିବସ ଅବସରରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଆନନ୍ଦପୁର ଏସଡିପିଓ ବିଦ୍ୟୁତ କୁମାର ପଣ୍ଡା ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ।


All Right Reserved By Dharitri.Com

ଶୋଇଥିଲାବେଳେ ଜଳିଗଲେ ବ୍ୟକ୍ତି

ବାଲେଶ୍ୱର ଅଫିସ୍‌, ୩।୧୨: ବାଲେଶ୍ୱର ଜିଲା ସଦର ଥାନା ଅଧୀନସ୍ଥ ସୁନ୍ଧୁରି ଛକରେ ଥିବା ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ...

ଛତ୍ରପୁରର ବିଭିନ୍ନ ସମସ୍ୟା ସମାଧାନ ଚିନ୍ତା: ଏକାଠି ଆଲୋଚନା କଲେ ସମସ୍ତ ସଂଘ

ଛତ୍ରପୁର,୬।୭(ଡି.ଏନ.ଏ) -ଛତ୍ରପୁର ସହରର ବିଭିନ୍ନ ସମସ୍ୟା ଆଲୋଚନା କରିବା ଏବଂ ଏହାର ସମାଧାନ ପାଇଁ ଆଗାମୀ ଦିନରେ କିି ପଦକ୍ଷେପ ନିଆଯିବ ସେ ନେଇ ଆଲୋଚନା...

ବିଷ ପିଇ ମହିଳାଙ୍କ ଆତ୍ମହତ୍ୟା

ଭଣ୍ଡାରିପୋଖରୀ, ୧୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନାଅଁାମୀ ଗ୍ରାମର ମଞ୍ଜୁଲତା ମହାରଣା ନାମ୍ନୀ ଜଣେ ମହିଳା ଗୁରୁବାର ବିଷ ପିଇ ଆତ୍ମହତ୍ୟା...

ଗୁରୁତ୍ୱ ହରାଇଛି ଦୋଳସାହି ହାଟ, ପଡ଼ିଆ ଫାଙ୍କା

ତିହିଡ଼ି,୨୨ା୧୦(ଡି.ଏନ.ଏ.)-ଏକଦା ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୋଳସାହି ଗୋରୁହାଟ ଅଞ୍ଚଳରେ ପ୍ରସିଦ୍ଧି ଲାଭ କରିଥିଲା। ପ୍ରତି ମଙ୍ଗଳବାର ହାଟପାଳିରେ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି...

ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼

ପୁରୀ ଅଫିସ,୧୪ା୧: ଏକମାସ ବାପଘରେ ବିତାଇ ଶ୍ରୀମନ୍ଦିରକୁ ଫେରିଛନ୍ତି ଲକ୍ଷ୍ମୀ ଠାକୁରାଣୀ। ବୁଧବାର ମକର ସଂକ୍ରାନ୍ତି ଥିବାରୁ ମଙ୍ଗଳବାର ବଡ଼ଦେଉଳରେ ପହଞ୍ଚିଛି ମକର ତାଡ଼ ।...

ଚୋରି ସାମଗ୍ରୀ କ୍ରୟ ଘଟଣା: ୨ କ୍ରେତା କୋର୍ଟ ଚାଲାଣ

ବିଜେପୁର,୧୯।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ପୋଲିସ ଏକ ଚୋରି ରାକେଟ ଠାବ କରି ମୁଖ୍ୟ ଅଭିଯୁକ୍ତ ସମେତ ୫ଜଣଙ୍କୁ ବୁଧବାର କୋର୍ଟ ଚାଲାଣ କରିଥିଲା। ତେବେ...

ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଯୋଡ଼ା,୩୦।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ...

କମେଣ୍ଟମରାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: କାତି ସହ ଥାନାରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ପୁରୁଷୋତ୍ତମପୁର,୧୭ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପ୍ରତାପୁର ଛକଠାରେ ରବିବାର ଅପରାହ୍ନରେ ଜଣେ ଯୁବକଙ୍କୁ କାତିରେ ହାଣି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଗୋଠିଆଳି...

Leave a comment

Your email address will not be published. Required fields are marked *