ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ

ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ୪୩ଟି ଦଳ ପରେଡରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଆରକ୍ଷୀ ଅଧୀକ୍ଷକ ଦେବୀପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ।


All Right Reserved By

ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ: ମାଲିକ ଗିରଫ

ଭବାନୀପାଟଣା,୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ମୂଷାନାଳ ସେକ୍ସନ ପକ୍ଷରୁ ଲାଞ୍ଜି ପଞ୍ଚାୟତ ଜାମଚୁଆଠାରେ ଚଢ଼ାଉ ହୋଇଛି। ଏଥିରେ ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ...

ବିଇଓ ଅଫିସ୍‌ ମୁଖ୍ୟ ଫାଟକରେ ତାଲା : ପ୍ରଶାସନ ଚୁପ୍‌

ଉଦଳା,୩୧ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ସ୍ଥିତ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ (ବିଇଓ ଅଫିସ) ମୁଖ୍ୟ ଫାଟକରେ ୨ଦିନ ହେବ ତାଲା ପକାଇ ଆନ୍ଦୋଳନକାରୀମାନେ ଧାରଣାରେ ବସିଛନ୍ତି...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ଗଞ୍ଜାମ ଜିଲାରେ ପାସହାର ୭୨ %

ବ୍ରହ୍ମପୁର ଅଫିସ,୨୧ା୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଗଞ୍ଜାମ ଜିଲାରେ ପାସ ହାର ୭୧.୮୫% ରହିଛି। ଜିଲାରେ ମୋଟ ୪୮ ହଜାର...

ଚିଙ୍ଗୁଡ଼ି ଚାଷୀଙ୍କ କବ୍‌ଜାରେ କେନାଲ

ଚାନ୍ଦବାଲି, ୪।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଭିନ୍ନ ନଦୀ ଓ ଏହାର ଶାଖାନଦୀରେ ସଂଯୁକ୍ତ ଅଧିକାଂଶ ଜଳସେଚନ ପାଇଁ ଉଦ୍ଦିଷ୍ଟ କେନାଲଗୁଡ଼ିକ...

ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୯।୮ : ଶ୍ରୀମନ୍ଦିର ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ସକାଳ ପ୍ରାୟ ସାଢ଼େ ୬ଟାରେ ପ୍ରଶାସନ ପକ୍ଷରୁ ପ୍ରଥମେ...

ହେଟାବାଘ ଆକ୍ରମଣରେ ୭ ଛେଳି ମୃତ, ୧୨ଗୁରୁତର

ରଣପୁର, ୨୮।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନ କଙ୍କିଆ ସାଆଁତରାପୁର ଆଦିବାସି ସାହିରେ ହେଟା ବାଘ ଆକ୍ରମଣରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭାଙ୍ଗିପଡିଲା ଅର୍ଦ୍ଧନିର୍ମିତ ବିଦ୍ୟାଳୟ ଗୃହ

ବୋଲଗଡ଼,୧୦ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଅସରଳା ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଅର୍ଦ୍ଧନିର୍ମିତ ଗୃହର ତାଜା ଏବଂ କାନ୍ଥ ବୁଧବାର ବର୍ଷାଯୋଗୁ ଭାଙ୍ଗିିଯାଇଛି। ପ୍ରାୟ ୮ବର୍ଷ...

ସଂସାର ଉଜାଡ଼ିଲା ସ୍ବାମୀ:ମେଡିକାଲ ଯିବା ପୂର୍ବରୁ ସ୍ତ୍ରୀଙ୍କୁ ହତ୍ୟା

ରାସୋଳ,୨୦ା୮(ଡି.ଏନ.ଏ.)କିଡ୍‌ନୀ ରୋଗରେ ପୀଡ଼ିତ ସ୍ବାମୀଙ୍କୁ ବଞ୍ଚାଇବାକୁ ଟଙ୍କା ଯୋଗାଡ଼ କରୁଥିବା ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ବାମୀ। ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ସୋମବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *