Posted inଖେଳ

ଆଇପିଏଲ ୨୦୨୩ର ୬୨ତମ ମ୍ୟାଚ: ଜିଟି-ଏସଆରଏଚ ଲଢ଼େଇ…

ଅହମଦାବାଦ,୧୫।୫ : ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ(ଜିଟି) ସୋମବାର ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ)କୁ ଭେଟିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ପଏଣ୍ଟ ଟେବୁଲରେ ଜିଟି ଦଳ ପ୍ରଥମ ସ୍ଥାନରେ ଏବଂ ଏସଆରଏଚ ଦଳ ନବମ ସ୍ଥାନରେ ରହିଛି। ଜିଟି ୧୨ ଟି ମ୍ୟାଚ ଖେଳିଛି ଏବଂ ସେଥିରୁ ୮ ଟି ଜିତିଛି ଏବଂ ୪ ଟି ହାରିଛି । ଜିଟିର ପଏଣ୍ଟ ୧୬ ରହିଛି। ଏଥି ସହିତ ଏସଆରଏଚ ୧୧ ଟି ମ୍ୟାଚ ଖେଳିଛି। ଏହାର ପଏଣ୍ଟ ୮ ରହିଛି। ଏସଆରଏଚ ୪ଟି ମ୍ୟାଚ ଜିତି ୭ଟିରେ ହାରିଛି।

ଗୁଜରାଟ ଟାଇଟାନ୍ସ ଦଳରେ ରିଦ୍ଧିମାନ ଶାହା (ଓ୍ବିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ବିଜୟ ଶଙ୍କର, ଡେଭିଡ ମିଲର, ରାହୁଲ ତେୱାଟିଆ, ଅଭିନାଭ ମନୋହର, ମୋହିତ ଶର୍ମା, ରସିଦ ଖାନ, ମହମ୍ମଦ ଶାମି, ଅଲଜାରୀ ଜୋସେଫ, ନୁର ଅହମ୍ମଦ, ଶୁଭମାନ ଗିଲ, ଶ୍ରୀକର ଭାରତ , ରବିଶ୍ରୀନିବାସନ ସାଇ କିଶୋର, ସାଇ ସୁଦର୍ଶନ, ଦାସୁନ ଶାନାକା, ଜୟନ୍ତ ଯାଦବ, ପ୍ରଦୀପ ସାଙ୍ଗୱାନ, ମାଥ୍ୟୁ ୱେଡ, ଓଡିଆନ ସ୍ମିଥ, ଦର୍ଶନ ନାଲକାଣ୍ଡେ, ଉର୍ବିଲ ପଟେଲ, ୟଶ ଦୟାଲ ରହିଛନ୍ତି।

ସେହିପରି ସନରାଇଜର୍ସ ହାଇଦ୍ରାବାଦ ଦଳରେ ଆଡେନ ମାର୍କ୍ରାମ (ଅଧିନାୟକ), ହେନ୍ରିଚ କ୍ଲାସେନ (ଓ୍ବିକେଟ କିପର), ଅଭିଷେକ ଶର୍ମା, ଅନମୋଲପ୍ରୀତ ସିଂ, ରାହୁଲ ତ୍ରିପାଠୀ, ଗ୍ଲେନ ଫିଲିପ୍ସ, ଅବଦୁଲ ସମଦ, ଟି ନାଟରାଜନ, ମାୟାନକ ମାର୍କାଣ୍ଡେ, ଭୁବନେଶ୍ୱର କୁମାର, ଫଜଲହକ ଫାରୁକି, ଭିଭ୍ରାଣ୍ଟ ଶର୍ମା, ଅକିଲ ହୋସେନ, ସମାର୍ଥ ଭାୟସ, ମାୟାନ୍କ ଦାଗର, ଉପେନ୍ଦ୍ର ଯାଦବ, ହ୍ୟାରି ବ୍ରୁକ, କାର୍ତ୍ତିକ ତ୍ୟାଗି, ସାନବୀର ସିଂ, ମାର୍କୋ ଜାନସେନ, ନୀତୀଶ ରେଡ୍ଡୀ, ଉମରନ ମଲିକ ପ୍ରମୁଖ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri