ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ୧୨ ଲକ୍ଷ ଜରିମାନା ଆଦାୟ: ଏସ୍‌ପି

ଛତ୍ରପୁର,୧।୭(ଡି.ଏନ୍‌.ଏ.): କୋଭିଡ-୧୯ ଗାଇଡଲାଇନ୍‌କୁ କାର୍ଯ୍ୟକାରୀ କରିବା ଆଗାମୀ ଦିନରେ ଗଞ୍ଜାମ ପୋଲିସ ପାଇଁ ଚ୍ୟାଲେଞ୍ଜ ରହିଛି। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ, ଘରେ ରହିବା, ମେଡିକାଲ ବ୍ୟତୀତ ଅନ୍ୟ କାର୍ଯ୍ୟ ପାଇଁ ବାଇକ ବ୍ୟବହାର ନ କରିବା ଏବଂ ସରକାରଙ୍କ ଗାଇଡ୍‌ଲାଇନ ପାଳନ କରିବାକୁ ଜନସାଧାରଣଙ୍କୁ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ପରାମର୍ଶ ଦେଇଛନ୍ତି। ଏଥିରେ ଖିଲାପ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଥାନା ଅଧିକାରୀଙ୍କୁ ବୁଧବାର ଏକ ବୈଠକରେ ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି। ଏହିସବୁ ଗାଇଡଲାଇନ୍‌କୁ ପାଳନ କଲେ କରୋନାକୁ ଆମେ ହରାଇ ପାରିବା ବୋଲି ଏସ୍‌ପି କହିଛନ୍ତି। ବର୍ତମାନ ସୁଦ୍ଧା ମାସ୍କ ପିନ୍ଧି ନ ଥିବା ୨୫୦୦ ଜଣଙ୍କଠାରୁ ଗଞ୍ଜାମ ପୋଲିସ ୧୨ ଲକ୍ଷ ଟଙ୍କା ଜରିମାନା ଆଦାୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଚେତନତା କଲେ ମହିଳା

ବରଗଡ଼ ଅଫିସ,୨୭।୩: ବରଗଡ଼ ପୌର ପରିଷଦ ଅଧୀନ ଓ୍ବର୍ଡ ନଂ.୧୬ ବ୍ରହ୍ମଚାରୀରେ ସ୍ଥାନୀୟ ଏସ୍‌ଏଚଜି ମହିଳାମାନେ କରୋନା ପ୍ରତିହତ ପାଇଁ ସଚେତନ କରିଛନ୍ତି । ପୂର୍ବତନ...

ଯୁବକଙ୍କୁ ଗଳାକାଟି ହତ୍ୟା: କାରଣ ଖୋଜୁଛି ପୋଲିସ

ବୋଡେନ,୩୧।୧(ଡି.ଏନ.ଏ.) ନୂଆପଡ଼ା ଜିଲା ବୋଡେନ ଥାନା ଫରସରା ପଞ୍ଚାୟତ କନକପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣକ...

ପୋଲିସ କବଜାରେ ଶର୍ମିଷ୍ଠାଙ୍କ ଭାଇ

ଚାନ୍ଦବାଲି,୨୨।୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କୁହାଯାଉଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଭାଇ ପରମେଶ୍ବର ଗିରଫ ହୋଇଛନ୍ତି। ଚାନ୍ଦବାଲି ପୋଲିସ ପରମେଶ୍ବରଙ୍କୁ ଗିରଫ କରିଛି...

ଆଗେଇପାରିନି ଟ୍ରାଙ୍କୁଲାଇଜ୍‌ ଅପରେଶନ

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ନରହନ୍ତା ଦନ୍ତାକୁ ଟ୍ରାଙ୍କୁଲାଇଜ କରିବା ପାଇଁ ଶୁକ୍ରବାରଠାରୁ ଅପରେଶନ ଆରମ୍ଭ ହେବାକୁ ଥିଲେ ହେଁ ପ୍ରଥମ...

ଓଭରଟେକ୍‌ ବେଳେ ଦୁଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ: ୨ ଗୁରୁତର

କୋକସରା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ଓ୍ବେର ବଡ଼ କେନ୍ଦୁଗୁଡ଼ା ବଜାର ପଡ଼ିଆ ନିକଟରେ ବୁଧବାର ଅପରାହ୍ନରେ ଦୁଇ ବାଇକ୍‌...

ପାନୀୟଜଳ ପ୍ରକଳ୍ପ ଅକାମୀ : ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ

ତେଲକୋଇ, ୨୬।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନ ଏସ.ଏନ.ପୁରଗୋଡା ରେ ପାନୀୟଜଳ ସମସ୍ୟା ଉକତ୍ଟ ରହିଛି । ଦୀର୍ଘ ୫ବର୍ଷ ପୂର୍ବରୁ ହୋଇଥିବା ଓଭରହେଡ ଟାଙ୍କି ସମେତ ବିଭିନ୍ନ...

ଗରୁଡ଼ ପକ୍ଷୀ ଉଦ୍ଧାର, ପୂଜାର୍ଚ୍ଚନା କଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୧୩ା୧: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଚିନ୍ଦl ଗ୍ରାମରେ ଏକ ବିରଳ ପକ୍ଷୀ ଉଦ୍ଧାର ହୋଇଛି। ଏହି ପକ୍ଷୀଟି ଦେଖିବାକୁ ଠିକ ଗରୁଡ଼ ଭଳି...

ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ...

Advertisement
Archives

Model This Week