ହାତବାନ୍ଧି ବସିଛନ୍ତି ଅଟୋ ଚାଳକ: ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର

ଗଞ୍ଜାମ,୪।୭(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ଜଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ, ଶଟ୍‌ଡାଉନ ସହ ବିଭିନ୍ନ କଟକଣା ଜାରି କରାଯାଇଛି । ତେବେ ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି ଅଟୋ ଚାଳକ।
ଭଡା ପାଇଁ ବାହାରିଲେ ପୋଲିସ ପାହାରକୁ ଡର। ତେଣୁ ଘରେ ହାତବାନ୍ଧି ବସିବାକୁ ବାଧ୍ୟ ହେଉଛୁ ବୋଲି କହିଛନ୍ତି, ଅଟୋ ଚାଳକ ନିରଞ୍ଜନ ତରାଇ। ବର୍ଷକୁ ଥରେ ବୀମା ପାଇଁ ୧୦ ହଜାର, ଫିଟ୍‌ନେସ ପାଇଁ ୨ ହଜାର ୫ ଶହ ଓ ରୋଡ ଟ୍ୟାକ୍ସ ୫ ହଜାର ଦେବାକୁ ପଡୁଛି ।
ମାତ୍ର ଆମ ପାଇଁ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଉ ନ ଥିବା ସେ ଅଭିଯୋଗ କରିଛନ୍ତି l ଭଡା ନନେଲେ ଉପରୋକ୍ତ ଟଙ୍କା କେମିତି ଦେବୁ ଓ ପରିବାର କିପରି ଚଳିବ ବୋଲି ସେ ପ୍ରଶ୍ନ କରିଛନ୍ତି । ଅଟୋ ଚାଳକ ନିରଞ୍ଜନଙ୍କ ଭଳି ସହରର ଅନ୍ୟ ଅଟୋ ଚାଳକ ମଧ୍ୟ ଦୁର୍ଦ୍ଦିନରେ ଦିନ କାଟୁଥିବା କହିଛନ୍ତି । ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗଞ୍ଜାମ ଅଟୋ ମାଲିକ ସଂଘ ପକ୍ଷରୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଷାନ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ

କେନ୍ଦୁଝର,୨୬।୧୧ (ସ୍ବ.ପ୍ର): ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ଟ୍ରେଡ ୟୁନିଅନ ପକ୍ଷରୁ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତୁରନ୍ତ...

ବିପଦରେ ବାଲୁଖଣ୍ଡ ବନ୍ୟଜନ୍ତୁ

ପୁରୀ ଅଫିସ,୩।୩: ବନ୍ୟପ୍ରାଣୀଙ୍କ ସୁରକ୍ଷା ତଥା ଅବାଧ ବିଚରଣ ପାଇଁ ସରକାରୀ ସ୍ତରରେ ଅନେକ ପଦକ୍ଷେପ ନିଆଯାଉଛି। ଏପରିକି କେତେକ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଯାଇଛି।...

ମିଳିଥିବା ଅସ୍ଥିର କରାଯିବ ଫରେନସିକ ଯାଞ୍ଚ

ବଲାଙ୍ଗୀର ଅଫିସ,୧୯।୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡଧରଣର ଖୁଲାସା ହୋଇଛି । କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମ ନିର୍ମାଣାଧୀନ ମିନି...

ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା

ନିମାପଡ଼ା,୨୭।୧୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର...

କୋଭିଡ୍‌ ଯୋଦ୍ଧାଙ୍କ ସହ କଥାହେଲେ ଡିଜିପି

କଟକ ଅଫିସ,୬ା୮: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ କରୋନାରୁ ସୁସ୍ଥ ହୋଇଥିବା ପୋଲିସ ବିଭାଗର କୋଭିଡ୍‌ ଯୋଦ୍ଧାଙ୍କ ସହ ବୁଧବାର ଭିଡିଓ କନଫରେନ୍ସରେ କଥା ହୋଇଛନ୍ତି।...

ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା ମାମଲା: ଅଧ୍ୟାପକଙ୍କୁ ୭ ବର୍ଷ ଜେଲ

ଯାଜପୁର ଟାଉନ,୨୬।୨(ଡି.ଏନ.ଏ.): ଜଣେ ଛାତ୍ରୀଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଯାଜପୁର ଜିଲା ଦୌରାଜଜ୍‌ ଶ୍ରୀକାନ୍ତ ମିଶ୍ର ମାମଲାର ବିଚାର କରି...

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅବହେଳିତ ବାତରା ମଠ ପୀଠ

ଖଣ୍ଡପଡ଼ା, ୨୦ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକଠାରୁ ମାତ୍ର ୧୦କିମି ଦୂର ପୂର୍ବ-ଦକ୍ଷିଣ ନୟାଗଡ଼ ଜିଲା ସୀମାନ୍ତରେ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମହୁଲପଡା ଗ୍ରାମ। ଏହି ଗ୍ରାମର...

ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହିବା ଘଟଣା:ସମୁଲୁଙ୍କୁ ୧୦ ହଜାର ଟଙ୍କା ସହାୟତା ଦେଲା ପ୍ରଶାସନ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ପଡୋଶୀ ଆନ୍ଧ୍ରକୁ ଯାଇ ଶ୍ରମିକ ଭାବେ ଖଟି ରୋଜଗାର କରି ଟଙ୍କା ଆଣି ଚାଷ କରିବି ବୋଲି ଯେଉଁ ସ୍ବପ୍ନ ଦେଖିଥିଲି ତାହା ମୋର ଅଧୁରା...

Advertisement
Archives

Model This Week