ଶେରଗଡ଼ରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୨୭୭; ସୁସ୍ଥ ହେଲେଣି ୨୫୪, ୨ ମୃତ

ଶେରଗଡ଼, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶେରଗଡ଼ ବ୍ଲକକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ତେବେ ବିଗତ ୪ମାସ ମଧ୍ୟରେ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭ରେ ପହଞ୍ଚିଛି। ସେଥିମଧ୍ୟରୁ ୨୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ଜଣଙ୍କ ମୃତ୍ୟ ଘଟିଛି। ୧୧ଜଣ ହୋମ୍‌ ଆଇସୋଲେଶନରେ ଥିବା ବେଳେ ଅନ୍ୟ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ବିଡିଓ ସୁରଞ୍ଜନ କୁମାର ସାହୁ ସୂଚନା ଦେଇଛନ୍ତି। ବ୍ଲକର ୨୧ଗ୍ରାମକୁ ପ୍ରଶାସନ ପକ୍ଷରୁ ରେଡ୍‌ ଜୋନ ଭାବେ ଘୋଷଣା କରାଯିବା ପରେ ସ୍ବାବ୍‌ ଟେଷ୍ଟ ଆରମ୍ଭ ହୋଇଥିଲା। ଶେରଗଡ଼ରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଆଗକୁ ସମସ୍ତଙ୍କୁ ସତର୍କ ରହିବାକୁ ପଡିବ। ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ବ୍ୟବହାର କରିବା ଜରୁରୀ ବୋଲି ସ୍ଥାନୀୟ ତହସିଲଦାର ଡ. ଦୟାସିନ୍ଧୁ ପରିଡା କହିଛନ୍ତି । ବ୍ୟବସାୟ ପ୍ରତିଷ୍ଠାନମାନଙ୍କୁ ଏଥିପ୍ରତି ଗୁରୁତ୍ୱ ଦେବାକୁ ପଡିବ ବୋଲି ପ୍ରଶାସନ ପକ୍ଷରୁ ଆହ୍ବାନ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri