Posted inରାଜ୍ୟ

ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୨: ଓଡ଼ିଶାରେ ମଙ୍ଗଳବାର ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯କୁ ହରାଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୭୦୦ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୪, ମୟୁରଭଞ୍ଜରୁ ୭, ଝାରୁସୁଗୁଡ଼ାରୁ ୬, ବାଲେଶ୍ୱର ଓ କଟକରୁ ୫, ବରଗଡ଼ରୁ ୪, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡି, କେନ୍ଦୁଝର, ପୁରୀ, ରାୟାଗଡ଼ାରୁ ୩, ନୂଆପଡ଼ାରୁ ୨, ଖୋର୍ଦ୍ଧା ଓ ସମ୍ବଲପୁରରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଗଣବଳାତ୍କାର ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି: ଛାତ୍ର କଂଗ୍ରେସ ପକ୍ଷରୁ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ଘଟଣାକୁ ନେଇ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱର ସରକାରୀ ଘର ଉପରକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ।...

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ...

ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍‌ଡାଉନ୍‌ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ,...

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ...

କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ...

ସମୁଦ୍ରରେ ମିଶିଯାଉଛି, ଚାଷକୁ ମିଳୁନି

ଯାଜପୁର ଅଫିସ,୨୦।୯: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ...

ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ...

ରାଜଧାନୀରେ ୧ ଲକ୍ଷ ଲୁଟ୍‌, ବ୍ୟବସାୟୀ ଆହତ

ଭୁବନେଶ୍ୱର,୧୮।୨(ବ୍ୟୁରେ): ଗତ ସପ୍ତାହରେ ଖାରବେଳନଗର ଥାନା ଅନ୍ତର୍ଗତ ରେଡ୍‌କ୍ରସ୍‌ ଭବନ ସମ୍ମୁଖରୁ ଜଣେ ପୋଲିସ କର୍ମଚାରୀଙ୍କଠାରୁ ୨ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ କମିଶନରେଟ ପୋଲିସ...

Advertisement


Archives

Model This Week