ଅଜଣା ଜନ୍ତୁ ଶିକାର: ୬୩ ଛେଳି ମୃତ, ୨୮ ଗୁରୁତର

ପାରଳାଖେମୁଣ୍ଡି,୪ା୧୧(ଡି.ଏନ୍‌.ଏନ୍‌.): ଗଜପତି ଜିଲା କାଶୀନଗର ବ୍ଲକର କିଡିଙ୍ଗା ଗ୍ରାମରେ କୌଣସି ଅଜଣା ଜନ୍ତୁର ଶିକାର ହୋଇ ୬୩ଟି ଛେଳି ମୃତ୍ୟୁବରଣ କରିଥିବା ବେଳେ ୨୮ଟି ଛେଳି ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣା କିପରି ଘଟିଲା ଏତେ ସଂଖ୍ୟକ ଛେଳି ମରିବା ନେଇ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି । ଖବର ପାଇ ଗଜପତି ଜିଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଜିଲା ପ୍ରଶାସନକୁ ଏହି ସମ୍ପର୍କରେ ସୂଚନା ଦେଇଥିଲେ। ଏହିପରି ଘଟଣା ଆଉ ନ ଘଟିବା ପାଇଁ ଅଧ୍ୟକ୍ଷ ମହୋଦୟ କାଶୀନଗର ଥାନାଧିକାରୀ ଓ ଜଙ୍ଗଲ ବିଭାଗର ଅଧିକାରୀକୁ ସଜାଗ ରହିବା ପାଇଁ ଜଣାଇଥିଲେ। ସ୍ଥାନୀୟ ଗ୍ରାମବାସୀ ଓ ଛେଳି ମାଲିକ ବି. ରାମୁ ଓ ବି. କ୍ରିଷ୍ଣାଙ୍କୁ ପ୍ରଶାସନ ପକ୍ଷରୁ କ୍ଷତି ପୂରଣ ଦେବାକୁ ଦାବି ଜଣାଇଛନ୍ତି। ଖବର ପାଇ କାଶୀନଗର ପଶୁ ଚିକିତ୍ସକ ଡକ୍ଟର ବାଣୀ କାନ୍ତ ଖଟୁଆ ଓ ଅନ୍ୟ କର୍ମଚାରୀମାନେ ଚିକିତ୍ସା କରଥିଲେ। ଏହିପରି ଘଟଣା ଦେଖି ଗ୍ରାମବାସୀ ଭୟଭୀତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri