ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଏଥିରେ ବହୁ ପ୍ରକାର ପୋଷକ ତତ୍ତ୍ୱ ରହିଛି। ଏଥିରେ ପର୍ଯ୍ୟାପ୍ତ ମାତ୍ରାରେ ଭିଟାମିନ-ସି, ଭିଟାମିନ ଡି-୨, ଭିଟାମିନ-ଏ ଆଦି ରହିଥାଏ। ଏସବୁ ଶରୀର ପାଇଁ ଆବଶ୍ୟକ। ଏହା ସହିତ ଏଥିରେ ଫସଫରସ, ମ୍ୟାଗ୍ନେସିୟମ, ପଟାସିୟମ, କ୍ୟାଲସିୟମ, ମାଙ୍ଗାନିଜ ଏବଂ ଫାଇବର ଆଦି ଥାଏ। ଦୈନନ୍ଦିନ ଖାଦ୍ୟରେ ଏହାକୁ ସାମିଲ କଲେ ହାର୍ଟ ଆଟାକ୍‌ଠାରୁ ଆରମ୍ଭ କରି କ୍ୟାନସର ଭଳି ରୋଗକୁ ମଧ୍ୟ ନିୟନ୍ତ୍ରଣ କରା ଯାଇପାରିବ ବୋଲି ଏହି ରିପୋର୍ଟରେ ଦର୍ଶଯାଇଛି।


All Right Reserved By Dharitri.Com

ଗମ୍ଭୀର ସ୍ଥିତିରେ ଅର୍ଥ ବ୍ୟବସ୍ଥା:ତ୍ୱରିତ ପଦକ୍ଷେପ ନେବାକୁ ଆଇଏମ୍‌ଏଫ୍‌ର ପରାମର୍ଶ

ଓ୍ବାଶିଂଟନ,୨୫ା୧୨:ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ...

ଲାଉ ଜୁସ୍‌ ପିଇବାକୁ ପସନ୍ଦ

ଏଲିନା ସାମନ୍ତରାୟ। ଓଲିଉଡ଼ର ଜଣେ ଆଗଧାଡ଼ିର ନାୟିକା। ୨୦୧୫ରୁ ‘ଇସ୍କ ତୁ ହି ତୁ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ସିନେ ଜଗତକୁ ପ୍ରବେଶ କରିଥିଲେ। ବର୍ତ୍ତମାନ...

ଲିବିୟା ହସ୍ପିଟାଲ ଉପରେ ବିମାନ ଆକ୍ରମଣ: ୫ ଡାକ୍ତର ମୃତ

ତ୍ରିପୋଲି,୨୯।୭: ଲିବିୟାର ରାଜଧାନୀ ତ୍ରିପୋଲିରେ ଥିବା ଏକ ହସ୍ପିଟାଲକୁ ଟାର୍ଗେଟ କରିଥିଲେ ଖଲିଫା ହଫତାରର ଲିବିୟାନ ନ୍ୟାଶନାଲ ଆର୍ମି(ଏଲ୍‌ଏନ୍‌ଏ)। ରବିବାର ଏଲ୍‌ଏନ୍‌ଏ ଦ୍ୱାରା ଏକ ହସ୍ପିଟାଲରେ...

ହାର୍ଟ ଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ପାଣି…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ଓ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ କେତେକ ଘରୋଇ ଉପାୟ ଆପଣାଇଲେ ଏଥିରୁ...

ଅଙ୍ଗୁଳିର ଲମ୍ବାରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଶାରୀରିକ ଗଠନ ବ୍ୟକ୍ତିତ୍ୱ କଥା କହିଥାଏ ବୋଲି ସମୁଦ୍ର ଶାସ୍ତ୍ରରେ ବର୍ଣ୍ଣନା ରହିଛି। ତେବେ ଅଙ୍ଗୁଳିରୁ କିଭଳି ବ୍ୟକ୍ତିତ୍ୱ କଥା ଜାଣିହୁଏ ଆସନ୍ତୁ ଜାଣିବା।...

ନିମ୍ବ ପାଣିରେ ଗାଧୋଇ ଏହି ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକରୁ ରକ୍ଷା ପାଆନ୍ତୁ..

ବିଭିନ୍ନ ଔଷଧୀୟ ବୃକ୍ଷମାନଙ୍କ ମଧ୍ୟରୁ ନିମ୍ବ ଅନ୍ୟତମ। ଏହାର ପତ୍ରଠାରୁ ଆରମ୍ଭ କରି ଫଳ, ଫୁଲ, ମୂଳ ଇତ୍ୟାଦିକୁ ଅନେକ ରୋଗର ଉପଶମ କ୍ଷେତ୍ରରେ ବ୍ୟବହାର...

ଦ୍ରୁତ ଗତିରେ ବ୍ୟାପୁଛି କରୋନାଭାଇରସ

ପ୍ୟାରିସ,୨୫।୧: ଚାଇନାରେ ଆତଙ୍କ ସୃଷ୍ଟି କରିଥିବା କରୋନାଭାଇରସ ଏବେ ୟୁରୋପ ପହଞ୍ଚିଯାଇଥିବା ଜଣାପଡିଛି। ଶୁକ୍ରବାର ଫ୍ରାନ୍ସ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଏବେ ୨ଜଣ କରୋନାଭାଇରସରେ...

ସଙ୍କୁଚିତ ହେଉଛି ବୃହସ୍ପତିର ରେଡ୍‌ ସ୍ପଟ୍‌

ସୌରଜଗତରେ ବୃହତ୍ତମ ଗ୍ରହ ଭାବରେ ବୃହସ୍ପତିକୁ ବିବେଚନା କରାଯାଇଥାଏ। ଏଥିରେ ଗତ କିଛି ଦଶନ୍ଧି ଧରି ଏକ ବଡ଼ ରେଡ୍‌ ସ୍ପଟ୍‌ ଉପରେ ଗବେଷଣା ଜାରି...

Leave a comment

Your email address will not be published. Required fields are marked *