ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା। ଏଥିରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ରଙ୍କ ସମେତ ବିଶ୍ୱବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


All Right Reserved By Dharitri.Com

ବାଲିଅନ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଘଟଣା: ଭାଇରାଲ ଭିଡିଓରୁ ହତ୍ୟାକାରୀ ଚିହ୍ନଟ; ଜମିବାଡ଼ି ବିବାଦକୁ ନେଇ ସାନ ଭାଇଙ୍କୁ ହତ୍ୟା କରିଛନ୍ତି ବଡ଼ ଭାଇ

ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ...

ଗୋଟିଏ ନମ୍ବରରେ ଏକାଧିକ ଗାଡ଼ି ଚାଲିବା ଘଟଣା: ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଗୋଟିଏ ନମ୍ବରରେ ଏକାଧିକ ଗାଡି ଚାଲିବା ଘଟଣାରେ ଲିଙ୍ଗରାଜ ଥାନାରେ ଗାଡ଼ି ମାଲିକଙ୍କ ନାମରେ ମାମଲା ରୁଜୁ ହୋଇଛି। ଟ୍ରାଫିକ ଥାନାର ଅଧିକାରୀ ସୁରେନ୍ଦ୍ର...

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍‌ ମାଲିକ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ...

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ...

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ...

ଓଡ଼ିଶାରେ ହେବ ବିପର୍ଯ୍ୟୟ ପରିଚାଳନା ଗ୍ରୀଡ୍‌

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ନିୟମିତ ବ୍ୟବଧାନରେ ବିଭିନ୍ନ ବିପର୍ଯ୍ୟୟ ଦ୍ୱାରା ରାଜ୍ୟ ବହୁଳ ଭାବେ ପ୍ରଭାବିତ ହୋଇଥାଏ। ତେଣୁ...

ରାଷ୍ଟ୍ରପତିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ଲଗାତର ପଞ୍ଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ...

୨ ମହିଳାଙ୍କଠାରୁ ସୁନାଚେନ୍‌ ଲୁଟ୍‌: ବରିମୁଣ୍ଡା ରାସ୍ତାରେ ଲୁଟେରା-ମହିଳା ଧସ୍ତାଧସ୍ତି

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡା ଗଁ। ରାସ୍ତା ଏବଂ ଚନ୍ଦ୍ରଶେଖରପୁର ଥାନା ଅଧୀନ କାନନ ବିହାର ଫେଜ-୨ ଅଞ୍ଚଳରେ ଶୁକ୍ରବାର ୨ଜଣ ମହିଳାଙ୍କ...

Leave a comment

Your email address will not be published. Required fields are marked *