Posted inଖେଳ

ସିଆଚିନ୍‌ରେ ପହଞ୍ଚିଲେ ଧୋନୀ

ଶ୍ରୀନଗର, ୧୬।୮: ୭୩ତମ ସ୍ବାଧୀନତା ଦିବସରେ ଲଦାଖରେ ପତାକା ଉତ୍ତୋଳନ କରିବା ପରେ ସିଆଚିନ୍‌ରେ ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେଠାରେ ଥିବା ସିଆଚିନ୍‌ ଓ୍ବାର୍‌ ମୋମୋରିଆଲ୍‌ରେ ପହଞ୍ଚି ଶହୀଦଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ସ୍କୁଲ ପିଲାଙ୍କ ସହ କିଛି ସମୟ ବିତାଇ ଥିଲେ। ବିଶ୍ୱକପ ପରେ ଧୋନୀ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। ଧୋନୀ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଥିଲେ। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ଥିଲେ। ଅଗଷ୍ଟ ୧୫ରେ ତାଙ୍କ ଟ୍ରେନିଂ ଶେଷ ହୋଇଛି।


All Right Reserved By Dharitri.Com

Posted inଖେଳ View All

ପୋଲିସ ସବଇନ୍ସପେକ୍ଟରଙ୍କୁ ବିବାହ କରିଛନ୍ତି ଏହି ଭାରତୀୟ ଖେଳାଳି

ଭାରତୀୟ ଟିମର ପେସ୍‌ ବୋଲର୍‌ ପରୱିନ୍ଦର ଆୱାନା ଜଣେ ପୋଲିସଙ୍କୁ ବିବାହ କରିଛନ୍ତି। ପରୱିନ୍ଦରଙ୍କ ସ୍ତ୍ରୀ ସଙ୍ଗୀତା କସାନା ଦିଲ୍ଲୀ ପୋଲିସରେ ସବଇନ୍ସପେକ୍ଟର ଅଛନ୍ତି। ପରୱିନ୍ଦର...

ଫଟୋଗ୍ରାଫର ଆହତ ହେବାରୁ ଖେଳ ବାଧାପ୍ରାପ୍ତ

ସେଞ୍ଚୁରିୟାନ,୨୬।୧୨(ଏଏଫ୍‌ପି)- ଏଠାରେ ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବିଳମ୍ଭରେ ଆରମ୍ଭ ହୋଇଥିଲା। ମ୍ୟାଚ୍‌ବେଳେ ସାଇଟ୍‌...

ସମୟ ପାଇଲେ ଏହି ବହି ପଢୁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଭାରତ ବିଜୟ ହାସଲ କରିଥିବାବେଳେ ଦ୍ୱିତୀୟ ଟେଷ୍ଟ ହାତେଇବା...

ବିସିସିଆଇ କେନ୍ଦ୍ରୀୟ ଚୁକ୍ତିରୁ ଧୋନୀ ବାଦ୍‌

ନୂଆଦିଲ୍ଲୀ, ୧୬।୧ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହାର ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ଗୁରୁବାର ମହେନ୍ଦ୍ର ସିଂ ଧୋନୀଙ୍କ ନାମକୁ ବାଦ୍‌...

୧୯ ବର୍ଷରୁ କମ୍‌ ଦଳର କୋଚ୍‌ ପଦ ଦୌଡ଼ରେ ସାକଲିନ

କରାଚୀ,୧୪।୮(ପିଟି): ଦେଶର ୧୯ ବର୍ଷରୁ କମ୍‌ ଦଳର ମୁଖ୍ୟ କୋଚ୍‌ ପଦ ଦୌଡ଼ରେ ସାମିଲ ହୋଇଛନ୍ତି ପୂର୍ବତନ ପାକିସ୍ତାନ ସ୍ପିନର ସାକଲିନ ମୁସ୍ତାକ। ଆଗାମୀ ବର୍ଷ...

ଫେଡରର, ନାଡାଲ ଚତୁର୍ଥ ରାଉଣ୍ଡରେ

ପ୍ୟାରିସ୍‌, ୧।୬-ପୂର୍ବତନ ଚାମ୍ପିୟନ ରୋଜର ଫେଡରର ଓ ରାଫାଲ ନାଡାଲ ଉଭୟେ ରେକର୍ଡ ୧୪ତମ ଥର ପାଇଁ ଫ୍ରେଞ୍ଚ୍‌ ଓପନ ପୁରୁଷ ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ...

ଗୋଟିଏ ମ୍ୟାଚ୍‌ରେ ହେଲା ସାମସନଙ୍କ ଭାଗ୍ୟ ନିର୍ଦ୍ଧାରଣ

ମୁମ୍ବାଇଳ ୧୩।୧ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଉପ-ଅଧିନାୟକ ରୋହିତ୍‌ ଶର୍ମାଙ୍କ ସମେତ ଦ୍ରୁତ...

ସୁପର ଓଭର ନିୟମରେ ପରିବର୍ତ୍ତନ କଲା ଆଇସିସି

ଦୁବାଇ,୧୫ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶେଷରେ ଏହାର ସମସ୍ତ ପ୍ରମୁଖ ଇଭେଣ୍ଟଗୁଡ଼ିକ ଲାଗି ସୁପର ଓଭର ନିୟମରେ ପରିବର୍ତ୍ତନ କରିଛି। ଏଣିକି ସେମିଫାଇନାଲ କିମ୍ବା...

Leave a comment

Your email address will not be published. Required fields are marked *