ପୂର୍ବ ଶତ୍ରୁତାରୁ ତୀରମାଡ଼

ପାଲଲହଡ଼ା, ୧୬ା୮(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଯମରଡ଼ିହ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁ ଧୀବରଙ୍କୁ ତୀର ମାଡ଼ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଏଥିରେ ଗୁରୁ ଗୁରୁତର ହୋଇଛନ୍ତି। ଅଭିଯୋଗ ମୁତାବକ, ଗୁରୁ ଶୁକ୍ରବାର ଗାଁ ପାଖ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ସେହି ଗ୍ରାମର ଜୁଲୁମ ସିଂ ଚାତାର ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତୀର ମାରିଥିଲେ। ଧୀବରଙ୍କ ବାମ ହାତରେ ବାଜି ତୀରଟି ଗଳି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଳଲହଡା ଉପଖଣ୍ଡ ଡାକ୍ତରଖାନା ଓ ପରେ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ସ୍ତାନ୍ତରିତ କରାଯାଇଛି।


All Right Reserved By Dharitri.Com

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ...

କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା...

‘ଆଗେ ଜମି ଦିଅ, ପରେ ଉଚ୍ଛେଦ’

ବାଲେଶ୍ୱର ଅଫିସ,୨୬।୮- ବାଲେଶ୍ୱର ସହରର ଅଙ୍ଗାରଗଡ଼ିଆ, କରଞ୍ଜିଆ, ଆଇଟିଆଇ ପମ୍ପହାଉସ ନିକଟବର୍ତ୍ତୀ ଅଞ୍ଚଳରେ ସରକାରୀ ଜମିରେ ଦୀର୍ଘଦିନ ଧରି ଗଢ଼ି ଉଠିଥିବା ସ୍ଥାୟୀ ବାସିନ୍ଦାଙ୍କୁ ଉଚ୍ଛେଦ...

କ୍ରିକେଟ ୱାଲର୍‌ଡ କପ୍‌: ଇଣ୍ଡିଆ-ପାକିସ୍ତାନ ଲିଗ୍‌ ମ୍ୟାଚ ବେଟିଂ ଉପରେ ପୋଲିସର ନଜର

ବ୍ରହ୍ମପୁର ଅଫିସ,୧୭ା୬-ଭାରତ ଓ ପାକିସ୍ତାନ ମଧ୍ୟରେ ଚଳିତ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ରବିବାର ଲିଗ୍‌ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ମାଞ୍ଚେଷ୍ଟରରେ ହେଉଥିବା ମ୍ୟାଚ ପାଇଁ...

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର: ଅଭିଯୁକ୍ତ ଶିକ୍ଷକ ଗିରଫ

ସମ୍ବଲପୁର, ୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାରଲୋକଙ୍କ ଅଭିଯୋଗକ୍ରମେ ବାଉରୀଗୁଡ଼ା ସ୍କୁଲର...

ଦରଖଁଡ଼ିଆ ହେଇ ପଡ଼ିଛେ ଡାଇନିଂ ହଲ୍‌: ତଲେ ବସି ଖାଉଛନ୍‌ ଛାତ୍ରୀଛାତ୍ର

ଲାଠୋର, ୨୩।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ମାଲପଡ଼ା ପଁଚେତ୍‌ ସଦରରେ ରହିଛେ ଅନୁସୂଚୀତ ଜାତି ଜନଜାତି ଉନ୍ନୟନ ବିଭାଗ ଦୁଆରା ପରିଚାଲିତ...

ମୁଦାଲା ଫେରାର ଘଟଣା: ଜଣେ ଏସଆଇ, ୩ କନେଷ୍ଟବଳ ନିଲମ୍ବିତ

କେନ୍ଦୁଝର,୧୫।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା କୋର୍ଟ ପରିସରରୁ ଦୁଇଜଣ ମୁଦାଲା ଫେରାର ଘଟଣାରେ ପୋଲିସ କୋର୍ଟର ଜଣେ ସିଏସଆଇ ଓ ତିନି ଜଣ କନେଷ୍ଟବଳଙ୍କୁ ଏସପି...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର...

Leave a comment

Your email address will not be published. Required fields are marked *