ଅକ୍ଷୟ ଶକ୍ତିକୁ ନେଇ ଡବ୍ଲ୍ୟୁଟିଓରେ ମାମଲା;ଭାରତ ସପକ୍ଷ ରାୟକୁ ଆମେରିକାର ବିରୋଧ

ନୂଆଦିଲ୍ଲୀ,୧୭ -୮: ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ର ବିବାଦ ସମାଧାନ କମିଟି ଦ୍ୱାରା ଅକ୍ଷୟ ଶକ୍ତି ମାମଲାରେ ଭାରତ ସପକ୍ଷରେ ରାୟ ପ୍ରକାଶ ପରେ ଆମେରିକା ଏହାକୁ ବିରୋଧ କରିଛି। ଡବ୍ଲ୍ୟୁଟିଓର ଉପର କମିଟି ନିକଟରେ ଆମେରିକା ରାୟକୁ ଚ୍ୟାଲେଞ୍ଜ କରିଛି। ଆମେରିକାର ୮ ରାଜ୍ୟଦ୍ୱାରା ଅକ୍ଷୟ ଶକ୍ତିର ବିକାଶ ପାଇଁ ଦିଆଯାଇଥିବା ସବ୍‌ସିଡି ବିଶ୍ୱ ବାଣିଜ୍ୟ ନିୟମର ଉଲ୍ଲଂଘନ କରୁଛି ବୋଲି କମିଟି ରାୟ ଦେଇଛନ୍ତି, ଯାହା ଭାରତ ସପକ୍ଷରେ ରହିଛି। ଜୁନ୍‌ରେ ଏହି ରାୟ ପ୍ରକାଶ ପାଇଥିଲା। ଆମେରିକାର ପଦକ୍ଷେପ ଜେନେରାଲ ଏଗ୍ରିମେଣ୍ଟ ଅନ୍‌ ଟାରିଫ୍‌ସ ଆଣ୍ଡ ଟ୍ରେଡ୍‌ର ବିରୁଦ୍ଧାଚରଣ କରୁଛି ବୋଲି କମିଟି ତାଙ୍କ ରାୟରେ ଦର୍ଶାଇଛନ୍ତି।


All Right Reserved By Dharitri.Com

କାର୍‌ ଜିତିଲେ ରେଡ୍‌ ଚିଫ୍‌ ଗ୍ରାହକ

ମୁମ୍ବାଇ,୨୨ା୬: ଲେୟାନ ଗ୍ଲୋବାଲ ପ୍ରାଇଭେଟ ଲିମିଟେଡର ଲୋକପ୍ରିୟ ଲେଦର ବ୍ରାଣ୍ଡ ରେଡ୍‌ ଚିଫ୍‌ର ଭାଗ୍ୟଶାଳୀ ଗ୍ରାହକ ଲବନେସ ଗୌତମ ଗାଜିଆବାଦଠାରେ କାର୍‌ ଜିତିବାକୁ ସକ୍ଷମ ହୋଇଛନ୍ତି।...

ରେକର୍ଡ ସ୍ତରରେ ବିଦେଶୀ ମୁଦ୍ରା ଭଣ୍ଡାର

ମୁମ୍ବାଇ,୬-୧୨: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ନୂଆ ରେକର୍ଡ ସ୍ତର ଛୁଇଁଛି। ଏହି ସମୟରେ ଏହା ୪୫୧.୭ ବିଲିୟନ ଡଲାରକୁ ବୃଦ୍ଧି ଘଟିଛି। ଚଳିତ ଆର୍ଥତ୍କ...

୨୭ ବଦଳରେ ଏବେ କାର୍ଯ୍ୟକାରୀ ହେବ ୧୨ ପିଏସ୍‌ବି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ ଶୁକ୍ରବାର ଖବରଦାତା ସମ୍ମିଳନୀରେ ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ(ପିଏସ୍‌ବି)କୁ ନେଇ ଏକ ବଡ ଘୋଷଣା କରିଛନ୍ତି। ପୂର୍ବରୁ ୨୭ଟି ପବ୍ଲିକ୍‌...

ଉପକୂଳ ସୁରକ୍ଷା ପାଇଁ ଜିଓ-ଟେକ୍ସଟାଇଲ ଟ୍ୟୁବ

ଭୁବନେଶ୍ୱର,୯-୨: ଉପକୂଳ ସୁରକ୍ଷା କ୍ଷେତ୍ରରେ ଜିଓ ଟେକ୍ସଟାଇଲ ଟ୍ୟୁବ ବେଶ ଉପଯୋଗୀ ସାବ୍ୟସ୍ତ ହୋଇଛି। କେନ୍ଦ୍ରାପଡା ଜିଲା ଉପକୂଳରେ ଏକ ଛୋଟିଆ ବସ୍ତି ପେନ୍ଥାଠାରେ ଉପକୂଳ...

୨୫ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫-୮: ଖୁଚୁରା ମୁଦ୍ରାସ୍ଫୀତି ପରେ ପାଇକାରୀ ମୁଦ୍ରାସ୍ଫୀତି କ୍ଷେତ୍ରରେ ମୋଦି ସରକାର ଆଶ୍ୱସ୍ତ ହୋଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ, ଜୁଲାଇରେ ପାଇକାରୀ ମୁଦ୍ରାସ୍ଫୀତି...

ଆରମ୍ଭ ହେଲା ଏମ୍‌ପିସି ବୈଠକ;ରେପୋ ହାର ହ୍ରାସ ଆଶାରେ ଶିଳ୍ପ ଜଗତ

ନୂଆଦିଲ୍ଲୀ,୬-୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ( ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରା ନୀତି କମିଟି (ଏମ୍‌ପିସି) ବୈଠକ ସୋମବାରଠାରୁ ଆରମ୍ଭ ହୋଇଛି। ଏହା...

୩୪୨୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ବନ୍ଦ

ନୂଆଦିଲ୍ଲୀ,୪-୧୧: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୩୪୨୭ ବ୍ୟାଙ୍କ ଶାଖା ବନ୍ଦ କରିଥିବା ଜଣାପଡିଛି। ସୂଚନା ଅଧିକାର କର୍ମୀ ଚନ୍ଦ୍ର ଶେଖର ଗୌଡ...

ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଆଇଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦-୫: ଆଇଟିସି ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ସଞ୍ଜୀବ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ଉତ୍ସବ ପରେ ସାକ୍ଷାତ କରିଛନ୍ତି। ବାତ୍ୟା ପ୍ରଭାବିତଙ୍କ ଲାଗି...

Leave a comment

Your email address will not be published. Required fields are marked *