୩ୟ ତ୍ରୈମାସରେ ୬୩୯ କୋଟିର ନେଟ୍‌ ଲାଭ

ନୂଆଦିଲ୍ଲୀ,୨୨।୧(ଅଭୟ ଦାଶ): ୟୁକୋ ବ୍ୟାଙ୍କର ତୃତୀୟ ତ୍ରୈମାସିକ ଆର୍ଥିକ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏପରିକି ୨୦୨୪ ଡିସେମ୍ବର ମାସ ଶେଷ ସୁଦ୍ଧା ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ୨୭.୦୪% ଅଭିବୃଦ୍ଧି ହାର ହାସଲକରି ୬୩୯ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରିଛି, ଯାହା ପୂର୍ବ ବର୍ଷ ଏହି ସମୟରେ ୫୦୩ କୋଟି ଟଙ୍କା ଥିଲା।
ସେହିଭଳି ବ୍ୟାଙ୍କର ସକଳ ଅଗ୍ରିମରେ ୨୨.୦୧% ବୃଦ୍ଧି ଘଟି ୧,୧୪,୩୫୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨୦୨୪ ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର ସମୁଦାୟ ବ୍ୟବସାୟିକ ଅଭିବୃଦ୍ଧି ୪, ୮୮,୯୧୧ କୋଟିରେ ପହଞ୍ଚତ୍ଛି। ବ୍ୟାଙ୍କର ନେଟ୍‌ ସୁଧ ଆୟରେ ୧୯.୬୨% ବୃଦ୍ଧି ଘଟି ୨,୩୭୮କୋଟିରେ ପହଞ୍ଚତ୍ଛି।
ସେହିପରି ତୃତୀୟ ତ୍ରୈମାସିକ ସୁଦ୍ଧା ବ୍ୟାଙ୍କର ନେଟ୍‌ ସୁଧ ମାର୍ଜିନ ୩.୧୭% ବୃଦ୍ଧି ପାଇଥିବାବେଳେ ପୁଞ୍ଜି ସ୍ବଚ୍ଛଳତା ହାର (ସିଆର୍‌ଏଆର୍‌) ୧୬.୨୫% ବୃଦ୍ଧି ପାଇଛି। ବ୍ୟାଙ୍କର ପ୍ରୋଭିଜନ୍‌ କଭରେଜ ରେସିଓ (ପିସିଆର୍‌) ୯୬.୧୬% ରେ ପହଞ୍ଚତ୍ଛି। ବ୍ୟାଙ୍କର ପରିଚାଳନାଗତ ଲାଭ ୪୧.୭୩% ଅଭିବୃଦ୍ଧି ହାରରେ ୧,୫୮୬ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ମୋଟ୍‌ ଏନ୍‌ପିଏ ୯୪ବିପିଏସ୍‌ ହ୍ରାସ ପାଇ ୨.୯୧%ରେ ପହଞ୍ଚତ୍ଛି। ବ୍ୟାଙ୍କର ନେଟ୍‌ ଏନ୍‌ପିଏ ୩୫ ବିପିଏସ୍‌ ହ୍ରାସ ପାଇ ୦.୬୩% ରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ,ୟୁକୋ ବ୍ୟାଙ୍କର ୩,୨୬୩ଟି ଘରୋଇ ଶାଖା ରହିଥିବାବେଳେ ହଂକଂ ଓ ସିଙ୍ଗାପୁରଠାରେ ୨ଟି ଶାଖା ଏବଂ ଇରାନ୍‌ରେ ଗୋଟିଏ ପ୍ରତିନିଧି କାର୍ଯ୍ୟାଳୟ ରହିଛି। ବ୍ୟାଙ୍କର ୨,୪୭୮ଟି ଏଟିଏମ୍‌ ଓ ୧୦୬୫୩ଟି ବିସି ପଏଣ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri