Posted inରାଜ୍ୟ

ସୁସ୍ଥ ହେଲେ ୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୩ : ଓଡ଼ିଶାରେ ଶୁକ୍ରବାର ୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୯୦୨ରେ ପହଞ୍ଚିଛି। ମୟୁରଭଞ୍ଜରୁ ୧୦, ଖୋର୍ଦ୍ଧା ଓ ସମ୍ବଲପୁରରୁ ୭, ବାଲେଶ୍ୱର, ଝାରୁସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୬, ଅନୁଗୁଳ, ଗଞ୍ଜାମ, ନୂଆପଡ଼ା ଓ ପୁରୀରୁ ୩, ଗଜପତି, ମାଲାକାନଗିରି ଓ ନବରଙ୍ଗପୁରରୁ ୨, ବରଗଡ଼, କଟକ, କଳାହାଣ୍ଡି ଏବଂ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?