Posted inଜାତୀୟ

୬୪ ଆଇଟିବିପି ପ୍ରାଣୀ ପରିବହନ କନଷ୍ଟେବଳଙ୍କୁ ମିଳିଲା ପ୍ରଥମ ଥର ପାଇଁ ପଦୋନ୍ନତି…

ନୂଆଦିଲ୍ଲୀ, ୧୮।୯ : ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) ପକ୍ଷରୁ ରବିବାର ଏହାର ୬୪ ଜଣ କନଷ୍ଟେବଳଙ୍କୁ ପଦୋନ୍ନତି ପ୍ରଦାନ କରାଯାଇଛି। ଆଇଟିବିପି ଦ୍ୱାରା ଜାରି ବିବୃତ୍ତି ଅନୁଯାୟୀ ପ୍ରାଣୀ ପରିବହନ କ୍ୟାଡରର ଏହି କନଷ୍ଟେବଳଙ୍କୁ ବିଭାଗୀୟ ପଦୋନ୍ନତି କମିଟି (ଡିପିସି) ଆଧାରରେ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏସ୍‌ଆଇ) ପଦବୀକୁ ପଦୋନ୍ନତି ଦିଆଯାଇଛି। ଆଇଟିବିପି ପ୍ରାଣୀ ପରିବହନ କନଷ୍ଟେବଳଙ୍କୁ ପ୍ରଥମ ଥର ପାଇଁ ଏହି ପଦୋନ୍ନତି ମିଳିଥିବା କୁହାଯାଉଛି।

କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ କହିଛି ଯେ ସମସ୍ତ ହେଡ କନଷ୍ଟେବଳ ବର୍ତ୍ତମାନ ଅଧିନସ୍ଥ ଅଫିସର (ଏସ୍‌ଓ) ହୋଇଯିବେ। ସେମାନେ ଆଇଟିବିପିରେ ୨୫ରୁ ୩୦ ବର୍ଷ କାର୍ଯ୍ୟ କରିଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଚଳିତ ବର୍ଷ ଜୁଲାଇରେ ଏଏସଆଇ / ଏଟି ପଦବୀ ପାଇଁ ନିଯୁକ୍ତି ନିୟମ ନେଇ ବିଜ୍ଞପ୍ତି ଜାରି କରିଥିଲେ। ଏହି ଫାଷ୍ଟ-ଟ୍ରାକ ଅଧୀନରେ ଡିପିସିରେ ନିଶ୍ଚିତ ହୋଇଥିଲା ଯେ ପଦୋନ୍ନତି କାର୍ଯ୍ୟକାରୀ ହେବାରେ ଯେପରି କୌଣସି ବିଳମ୍ବ ନଘଟେ।
ଆଇଟିବିପି ମୁଖପାତ୍ର ବିବେକ ପାଣ୍ଡେ କହିଛନ୍ତି, ଆଇଟିବିପି ପ୍ରାଣୀ ପରିବହନ କ୍ୟାଡର ଅଧୀନରେ କନଷ୍ଟେବଳଙ୍କ ପଦୋନ୍ନତି ଦୀର୍ଘ ସମୟ ଧରି ବିଚାରାଧୀନ ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri