ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାବୁଗାଁରେ ‘ଲୁଣ ମିଳିବ ନାହିଁ’ ଗୁଜବ: ଅସାଧୁ ବ୍ୟବସାୟୀ ମାଲାମାଲ; ଚିନ୍ତାରେ ଖାଉଟି

ଡାବୁଗାଁ,୧୩।୫(ଡି.ଏନ୍‌.ଏ.): କରୋନାକୁ ରୋକିବା ନିମନ୍ତେ ସାରା ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ତେବେ ଏହାର ସୁଯୋଗ ନେଇ କେତେକ ଅସାଧୁ ବ୍ୟବସାୟୀ ଅହେତୁକ ମାତ୍ରାରେ...

ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯ା୨- ଓଡ଼ିଶାରେ ମଙ୍ଗଳବାର ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୩,୧୩୯ରେ ପହଞ୍ଚିଛି।...

ଗଛ ତଳେ କ୍ୱାରେଣ୍ଟିନ୍‌ ଥିଲେ କରୋନା ଆକ୍ରାନ୍ତ

କୋକସରା, ୨।୫: କଳାହାଣ୍ଡି ଜିଲା କୋକସରା ବ୍ଲକ ଛିଲିପାମାଲ ଗ୍ରାମର ଜଣେ ଯୁବକ କରୋନା ଆକ୍ରାନ୍ତ ହେବା ପରେ ସଂଘରୋଧରେ ରହିବା ପାଇଁ ଘରେ କୌଣସି...

ସଂଶୋଧନ ହେଲା ବିପିୟୁଟି ଆଇନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଆଇନ-୨୦୦୨ର ସଂଶୋଧନ ହୋଇଛି। ସୂଚନା ଓ ବୈଷୟିକ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ...

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ...

ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍‌: ନାହିଁ ସୁରକ୍ଷା ପ୍ରାଚୀର

ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍‌ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା...

୧୪ ଦିନ ଯାଏ ଲକ୍‌ଡାଉନ୍‌: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ଯୋଗୁ ଏହାକୁ ନିୟନ୍ତ୍ରଣକୁ ଆଣିବା ନିହାତି ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ମେ’ ୫ରୁ...

୬ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କଲା ସିପିଆଇ(ଏମ୍‌)

ଭୁବନେଶ୍ୱର,୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ୬ଜଣ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି ସିପିଆଇ(ଏମ୍‌)। ସେମାନେ ହେଲେ ୱାର୍ଡ ନଂ. ୫ ପାଇଁ...

Advertisement
Archives

Model This Week