ଆଜି ଆଉ ୬୪ଜଣଙ୍କ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬ଜଣ ଥିବା ବେଳେ କଟକରୁ ୧୨, ନୟାଗଡ଼ରୁ ୧୩, ସମ୍ବଲପୁରରୁ ୫, ପୁରୀରୁ ୨, ସୁବର୍ଣ୍ଣପୁରରୁ ୪, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଇଇ, ଏନ୍‌ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍‌ଇ ୧୦ମ ପରୀକ୍ଷା

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍‌ ଓ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି ୟୁଜି ୨୦୨୦) ନେଇ...

ଭୁବନେଶ୍ୱରରୁ ଆଉ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜଧାନୀ ଭୁବନେଶ୍ୱରରୁ ରବିବାର ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ...

୫ହଜାର ଲାଞ୍ଚ: ସେକ୍ସନ ଅଫିସର ଗିରଫ

କଟକ ଅଫିସ,୨୨ା୧୧:  ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ସେକ୍ସନ ଅଫିସର ଗୀତା ଖାଡିଆ ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୁରୁବାର ଏହି...

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଲକାନଗିରି,୩୧ା୩: ମାଲକାନଗିରି ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ...

ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି...

ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା

ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪...

ବଢ଼ିଲା ଜବତ ଟଙ୍କା, ସମ୍ପତ୍ତି ତାଲିକା

କଟକ ଅଫିସ,୧୩।୧୦: ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଗିରଫ ହୋଇଥିବା ୩ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଦିନକୁ ଦିନ ଅଧିକ ତଥ୍ୟ ମିଳିବାରେ ଲାଗିଛି। ସେମାନଙ୍କୁ...

ସମ୍‌ରେ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭାରତର ନିଜସ୍ବ କୋଭିଡ୍‌-୧୯ ଟିକା ‘କୋଭାକ୍‌ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍‌ଶୀଘ୍ର ସମ୍‌ ହସ୍ପିଟାଲରେ ଆରମ୍ଭ ହେବ। ଏ ନେଇ ପ୍ରସ୍ତୁତି...

Advertisement
Archives

Model This Week