ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍‌ ରହିଛି ୪୭। ସେହିପରି ଆଜି ଭୁବନେଶ୍ୱରରୁ ୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୬୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୫୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୭୪ ଜଣ ଏବେ ବି ଚିକିତତ୍ସାଧୀନ ଅଛନ୍ତି। ୧୭୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri