୬୪ ପ୍ରତିଶତ ଭୋଟର ଟ୍ରମ୍ପଙ୍କୁ ଭୋଟ ଦେବାକୁ ଅମଙ୍ଗ…

ଓ୍ବାଶିଂଟନ,୧୭।୮ : ପ୍ରତିଦିନ ନୂଆ ନୂଆ ଅଭିଯୋଗ ପରେ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନମାନଙ୍କ ମଧ୍ୟରେ ନିଜର ସ୍ଥିତିକୁ ନେଇ ଗର୍ବ ଅନୁଭବ କରୁଛନ୍ତି।
ତେବେ ଆସୋସିଏଟେଡ ପ୍ରେସର ଏକ ନୂତନ ସର୍ଭେ ଅନୁଯାୟୀ, ପ୍ରାୟ ୬୪ ପ୍ରତିଶତ ରିପବ୍ଲିକାନ କହିଛନ୍ତି ସେମାନେ ପୂର୍ବତନ ରାଷ୍ଟ୍ରପତିଙ୍କୁ ୨୦୨୪ରେ ପୁନର୍ବାର ନିର୍ବାଚନ ଲଢନ୍ତୁ ଏହା ସେମାନେ ଚାହୁଁନାହାନ୍ତି।

ଏହି ପ୍ରତିଶତ ପୂର୍ବ ୫୫ ପ୍ରତିଶତ ଠାରୁ ସାମାନ୍ୟ ବୃଦ୍ଧି ପାଇଛି । ସର୍ଭେ ଫଳାଫଳ ସ୍ପଷ୍ଟ ଭାବରେ ସୂଚିତ କରିଛି ଟ୍ରମ୍ପ ରିପବ୍ଲିକାନ ସମର୍ଥନରେ ଥିବାବେଳେ ସାଧାରଣ ନିର୍ବାଚନ ମତଦାନ ତାଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ।

୬୪ ପ୍ରତିଶତ ଆମେରିକୀୟ, ୨୦୨୪ରେ ଟ୍ରମ୍ପଙ୍କୁ ଭୋଟ ଦେବେ ନାହିଁ ବୋଲି ମତପୋଷଣ କରିଛନ୍ତି। ସର୍ଭେ ଫଳାଫଳ ଟ୍ରମ୍ପଙ୍କ ଚିନ୍ତା ବଢ଼ାଇ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri