Posted inଜାତୀୟ

ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜ୍ୟପାଳ ବିଶ୍ୱଭୂଷଣ

ଅମରାବତୀ,୧୭।୮: ଚଳିତ ବର୍ଷ ବନ୍ୟାରେ ଆନ୍ଧ୍ର ପ୍ରଦେଶର ଅଧିକାଂଶ ଜିଲା ଜଳମଗ୍ନ ହୋଇଥିବା ବେଳେ ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଶନିବାର ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଆକଶମାର୍ଗରୁ ବନ୍ୟା ପରିସ୍ଥିତିର ସର୍ବେକ୍ଷଣ କରିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଲଗାଣ ବର୍ଷାରେ ଏଠାକାର ପୂର୍ବ ଗୋଦାବରୀ, ପଶ୍ଚିମ ଗୋଦାବରୀ, ଗୁଣ୍ଟୁର ଓ କ୍ରିଷ୍ଣା ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ସେଠାକାର ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମଧ୍ୟ ଇଷ୍ଟ ଓ ଓ୍ବେଷ୍ଟ ଗୋଦାବରୀ ଅଞ୍ଚଳରେ ହୋଇଥିବା ବନ୍ୟା ପରିସ୍ଥିତିର ସର୍ବେକ୍ଷଣ କରିଥିଲେ।


All Right Reserved By Dharitri.Com

ଏହି ଚା’ ପିଅନ୍ତୁ, ଓଜନ କମ୍‌ କରନ୍ତୁ

ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ...

ଆକାଶରୁ ଖସିଲା ୧୩ କିଗ୍ରା ଓଜନର ରହସ୍ୟମୟ ପଥର

ପାଟନା,୨୪।୭: ବିହାର ମଧୁବାନି ଅଞ୍ଚଳରେ ଆକାଶରୁ ୧୩ କିଗ୍ରା ଓଜନର ଏକ ରହସ୍ୟମୟ ପଥର ଖସିଛି। ଏନେଇ ଜିଲାପାଳ ଶିର୍‌ସତ୍‌ କପିଲ୍‌ ଅଶୋକ ବୁଧବାର ସୂଚନା...

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା...

ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର

ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫...

ଆଇନ ଅନୁସାରେ ମହାତ୍ମା ନୁହଁନ୍ତି ଜାତିର ପିତା: ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ସୂଚନା

ନୂଆଦିଲ୍ଲୀ,୨୬।୯: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ଜାତିର ପିତା ବୋଲି କହିଛନ୍ତି। ଏହାକୁ କଂଗ୍ରେସ ନେତା ନାପସନ୍ଦ କରିଛନ୍ତି।...

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ...

ଏଇଏସ୍‌-ଲିଚୁ ସମ୍ପର୍କର ତଦନ୍ତ ନିର୍ଦ୍ଦେଶ

ପାଟନା,୨୨ା୬: ବିହାରରେ ମସ୍ତିଷ୍କ ଜ୍ୱର ୧୫୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ଜୀବନ ନେଲାଣି। ରାଜ୍ୟର ୧୬ଟି ଜିଲାକୁ ଏହି ରୋଗ ବ୍ୟାପିଥିବାବେଳେ ଛତିଶଗଡ଼ରେ ମଧ୍ୟ ୩ ଶିଶୁ...

ବାଲାକୋଟ ଆକ୍ରମଣରେ ପାକ୍‌ ସୈନ୍ୟ ମରି ନ ଥିଲେ: ସୁଷମା

ଅହମ୍ମଦାବାଦ,୨୦ା୪(ପି.ଟି.): ପାକିସ୍ତାନର ବାଲାକୋଟସ୍ଥିତ ଆତଙ୍କବାଦୀ ଶିବିର ଉପରେ ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନାର ବୋମାମାଡ଼ରେ ଜଣେ ହେଲେ ପାକସ୍ତାନୀ ସୈନ୍ୟ କିମ୍ବା ସାଧାରଣ ନାଗରିକ ନିହତ...

Leave a comment

Your email address will not be published. Required fields are marked *