Posted inଜାତୀୟ

ଶାହଙ୍କୁ ଭେଟିଲେ ଯୋଗୀ: ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୭।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ତାଙ୍କ ସହିତ ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ମଧ୍ୟ ଶାହଙ୍କୁ ସାକ୍ଷାତ୍‌ କରିଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ଥିବା କୁହାଯାଉଛି। ଯୋଗୀ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ଏମ୍ସ୍‌ରେ ଦେଖିବା ପରେ ଶାହଙ୍କୁ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି।


All Right Reserved By

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ...

ଆତଙ୍କବାଦୀ ଆକ୍ରମଣ ସୂଚନା: ପଞ୍ଜାବରେ ହାଇ ଆର୍ଲଟ

ଚଣ୍ଡିଗଡ଼,୧୨।୧୦: ଆତଙ୍କବାଦୀ ଆକ୍ରମଣ ସୂଚନା ମିଳିବା ପରେ ପଞ୍ଜାବରେ ହାଇ ଆର୍ଲଟ ଜାରି କରାଯାଇଛି। ଚଣ୍ଡିଗଡ଼, ପଠାନକୋଟ, ଗୁରୁଦାସପୁର ଓ ଅମୃତସରରେ ଆତଙ୍କବାଦୀ ଆକ୍ରମଣ ହେବା...

ବିହାରରେ ଏଲ୍‌ଜେପି ଦୁଇଭାଗ

ପାଟନା,୧୫ା୬: କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ବିହାରରେ ଦୁଇଭାଗ ହୋଇଛି। ଦଳର ବରିଷ୍ଠ ନେତା ତଥା ସାଧାରଣ ସମ୍ପାଦକ ସତ୍ୟାନନ୍ଦ ଶର୍ମା...

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ...

ବରଫପାତରେ ଗରବା କରୁଥିବା ସେନା କର୍ମଚାରୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୭।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ କେନ୍ଦ୍ରୀୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଟୁଇଟରରେ ବରଫପାତରେ ମନ ଖୁସିରେ ଗରବା ନାଚ କରୁଥିବା କିଛି...

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

ନୂଆଦିଲ୍ଲୀ,୨୨।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ରବିବାର ଆୟୋଜିତ ହୋଇଥିଲା ଏକ ନିର୍ବାଚନୀ ସଭା। ଏଥିରେ ଯୋଗ ଦେଇଥିଲେ ଭାଜପା ନେତା ନରେଶ...

ମୂଷାଗାତ ନଦୀବନ୍ଧକୁ କରୁଛି ଦୁର୍ବଳ: ପଦକ୍ଷେପ ନେବାକୁ ଏସ୍‌ଡିଏମ୍‌ ଦେଲେ ନିର୍ଦ୍ଦେଶ

ପାଟନା,୨୧।୭: ବିହାର ପଶ୍ଚିମ ଚମ୍ପାରଣରେ ପିପରା-ପିପରାସିଠାରେ ଗଣ୍ଡକ ନଦୀର ବନ୍ଧ ଦୁର୍ବଳ ହେବାରେ ଲାଗିଛି। ଏଠାରେ ନଦୀବନ୍ଧରେ ମୂଷାଗାତ କରିଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି।...

ଶିବଭକ୍ତଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ଶ୍ରୀନଗର,୫।୭: ଜୁଲାଇ ୧ରୁ ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ୪୫ ଦିନ ଯାଏଁ ଏହି ଯାତ୍ରା ଚାଲିବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଅଣ୍ଟା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *