ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…

କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା ପ୍ଲାଷ୍ଟିକ୍‌ କୋଟିଂ ତାପମାତ୍ରା ଯୋଗୁ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଏଥିରୁ ସୃଷ୍ଟି ହେଉଥିବା ରାସାୟନିକ କ୍ରିୟା ଯୋଗୁ ୫୨ ପ୍ରକାର କର୍କଟ ରୋଗ ସୃଷ୍ଟି ହୋଇଥାଏ। ଏନେଇ ଆମେରିକା କେମିକାଲ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ପଲିଥିନ୍‌ ପେପରରେ ଖାଦ୍ୟ ଖାଇବା ଦ୍ୱାରା ମଧ୍ୟ ଏସବୁ କର୍କଟ ରୋଗ ଦେଖାଦେବା ଆଶଙ୍କା ରହିଥାଏ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


All Right Reserved By Dharitri.Com

ପାକ୍‌ ରେଳମନ୍ତ୍ରୀଙ୍କୁ ଲଣ୍ଡନରେ ଅଣ୍ଡାମାଡ଼

ଇସ୍‌ଲାମାବାଦ,୨୪।୮(ଆଇଏଏନ୍‌ଏସ୍‌): ପାକିସ୍ତାନ ରେଳମନ୍ତ୍ରୀ ତଥା ଆଓ୍ବାମୀ ମୁସ୍‌ଲିମ୍‌ ଲିଗ୍‌ (ଏଏମ୍‌ଏଲ୍‌) ଅଧ୍ୟକ୍ଷ ଶେଖ୍‌ ରଶିଦ୍‌ ଅହମ୍ମଦଙ୍କୁ ମଙ୍ଗଳବାର ଲଣ୍ଡନରେ ଅଣ୍ଡାମାଡ଼ ହୋଇଛି। ପାକିସ୍ତାନ ପିପୁଲ୍ସ ପାର୍ଟି...

କ୍ୟାନସର୍‌ ସହ ଲଢ଼ିବ ଖଜୁରୀ

ଏସିଆ ମହାଦେଶର ଅଧିକାଂଶ ସ୍ଥାନରେ ଖଜୁରୀ ଗଛ ପ୍ରଚୁର ମାତ୍ରାରେ ଦେଖାଯାଏ। ଏବେ ଏକ ଗବେଷଣାରୁ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି, ଏହି ଖଜୁରୀରେ ମହଜୁଦ୍‌ ଜରୁରୀ...

ବହୁ ରୋଗର ମହୌଷଧି ରାମବାଣ କିଓ୍ବି

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ଖାଇବାକୁ...

ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ୧୫ ନିହତ

ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏହି ସମସ୍ୟାଠାରୁ...

ସିଆଲ୍‌କୋଟ୍‌ ସୀମାରେ ପାକିସ୍ତାନର ସମରସଜ୍ଜା: ଗୁପ୍ତରେ ମାସୁଦ୍‌ ଆଝାର ମୁକ୍ତ!

ଇସଲାମାବାଦ୍‌,୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ନାନା ଷଡ଼ଯନ୍ତ୍ର ରଚିବା ଆରମ୍ଭ କରିଛି। ସମ୍ପ୍ରତି ସିଆଲ୍‌କୋଟ୍‌ ସୀମାରେ ପାକିସ୍ତାନ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ...

କୁଳଭୂଷଣଙ୍କ ପାଇଁ ଭାରତ ଖର୍ଚ୍ଚ କଲା ମାତ୍ର ଏକ ଟଙ୍କା, ପାକିସ୍ତାନର ଖର୍ଚ୍ଚ ୨୦ କୋଟି

ହେଗ,୧୮ା୭: ଅନ୍ତର୍ଜାତୀୟ ଅଦାଲତ କୁଳଭୂଷଣ ଯାଦବଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ରହିଥିବା ସ୍ଥଗିତାଦେଶକୁ ବଳବତ୍ତର ରଖିଛନ୍ତି। ଏହି ହାଇପ୍ରୋଫାଇଲ ମାମଲା ପାଇଁ ଭାରତ ମାତ୍ର ଏକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *