ପାକିସ୍ତାନ କୂଟନୈତିଜ୍ଞଙ୍କ ନାଲିଆଖି: କହିଲେ ଛାୟା ଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା କଶ୍ମୀର ସମସ୍ୟାର ହେବ ସମାଧାନ

ଇସଲାମାବାଦ୍‌, ୧୭।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ମତିଭ୍ରମ ହେବାରେ ଲାଗିଛି। ସମର୍ଥନ ଯୋଗାଡ଼ କରିବାରେ ଅସଫଳ ହେବା ପରେ ପାକିସ୍ତାନ ଏବେ ବିବାଦୀୟ ମନ୍ତବ୍ୟ ଦେବାରେ ଲାଗିଛି। ଏନେଇ ପାକିସ୍ତାନ କୂଟନୈତିଜ୍ଞ ଜାଫର ହିଲାଲେ ଭାରତକୁ ନାଲିଆଖି ଦେଖାଇଛନ୍ତି। ସେ କହିଛନ୍ତି ଯେ, କଶ୍ମୀର ସମସ୍ୟାର ସମାଧାନ କେବଳ ଛାୟାଯୁଦ୍ଧ କିମ୍ବା ଯୁଦ୍ଧ ଦ୍ୱାରା ହିଁ ସମ୍ଭବ। ଏହାର ସମାଧାନ କୂଟନୈତିକସ୍ତରରେ ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି। ଜାଫରଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଜାଫର୍‌ ପୂର୍ବରୁ ନାଇଜେରିଆ, ୟେମେନ୍‌ ଏବଂ ଇଟାଲୀରେ ପାକିସ୍ତାନର ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିସାରିଛନ୍ତି।


All Right Reserved By Dharitri.Com

ବ୍ରେନ୍‌ଷ୍ଟ୍ରୋକ୍‌ରୁ ଦୂରେଇ ରଖେ ଏହି ଚା’…

ପାନମଧୁରୀ ଚା’ ଦେହ ପାଇଁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍‌ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ ଓ...

ଏହି କୋର୍ସରେ ଫେଲ୍‌ ହେଲେ ସାରା ଜୀବନ ରହିବେ ଅବିବାହିତ

ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ...

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା...

କରୋନା ଆତଙ୍କ: ଫେରିଗଲା ଭାରତୀୟଙ୍କ ମୃତଦେହ

ନୂଆଦିଲ୍ଲୀ,୨୬।୪: ନିକଟ ଅତୀତରେ ଆବୁ ଧାବିରୁ ଭାରତ ଆସିଥିବା ୩ ମୃତଦେହ ପୁଣିଥରେ ଆବୁଧାବି ଫେରିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୩ ପ୍ରବାସୀ...

କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ

କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି।...

କର୍କଟ ହସ୍ପିଟାଲରେ ବିସ୍ଫୋରଣ: ୧୯ ମୃତ

କାଏରୋ,୫।୮: ଇଜିପ୍ଟର କାଏରୋଠାରେ ଏକ କର୍କଟ ହସ୍ପିଟାଲରେ ବିସ୍ଫୋରଣ ଘଟି ୧୯ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ...

ପାକ୍‌ ଆର୍ମି ଭାଙ୍ଗିଲା ଇମ୍ରାନଙ୍କ ଦ୍ୱିତୀୟ ପ୍ରତିଶ୍ରୁତି: ଶନିବାର ଭାରତୀୟ ଶ୍ରଦ୍ଧାଳୁ ଦେବେ ୨୦ ଡଲାର

ଇସ୍‌ଲାମାବାଦ,୮।୧୧: କରତାରପୁର ସାହିବ ଯାତ୍ରା ଆରମ୍ଭ ପାଇଁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ପାକିସ୍ତାନ ନିଜ ଷଡଯନ୍ତ୍ରରୁ ବାହାରି ପାରୁନାହିଁ। ପୁଣି ଥରେ...

ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଉତ୍ତର କୋରିଆରେ ପାଦ ଦେଲେ ଟ୍ରମ୍ପ୍‌

ସିିଓଲ,୩୦।୬: ପ୍ରଥମ ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ୍‌ ଟ୍ରମ୍ପ୍‌ ଉତ୍ତର କୋରିଆ ମାଟିରେ ପାଦ ଦେଇଛନ୍ତି। ଉତ୍ତର କୋରିଆ ସୁପ୍ରିମ୍‌ ଲିଡର କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ...

Leave a comment

Your email address will not be published. Required fields are marked *