ବିଦ୍ୟୁତ୍‌ ଆଘାତରେ ୨ ଯୁବକ ମୃତ

ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା ଓ ଲାଇନମ୍ୟାନ ସତ୍ୟନାରାୟଣ ଦାସ।
ଗତ ଦୁଇ ଦିନ ତଳେ ହିଡ଼ିଗଁାର ନାରାୟଣ ଜେନାଙ୍କ ଘର ନିକଟରେ ଏକ ବିଦ୍ୟୁତ୍‌ ତାର ତଳକୁ ଝୁଲି ରହିଥିଲା। ବିପଦ ଆଶଙ୍କା କରି ଗ୍ରାମବାସୀ ଚାନ୍ଦିପୁର ଷ୍ଟ୍ରକଚର୍‌ରେ ଏନେଇ ଅଭିଯୋଗ କରିଥିଲେ। ଶନିବାର ଲାଇନ୍‌ମ୍ୟାନ୍‌ ସତ୍ୟନାରାୟଣ ପହଞ୍ଚତ୍ ନାରାୟଣ ଜେନାଙ୍କ ପରିବାର ଲୋକଙ୍କୁ ତାଙ୍କ ଘରବାଡ଼ିରେ ଥିବା ଗଛଡାଳ କାଟିବାକୁ ଅନୁରୋଧ କରିଥିଲେ। ନାରାୟଣଙ୍କ ପୁଅ ପ୍ରଦୀପ ଗଛଡାଳ କାଟୁଥିବା ବେଳେ ଲାଇନମ୍ୟାନ୍‌ ସତ୍ୟନାରାୟଣ ଓହଳି ପଡ଼ିଥିବା ବିଦ୍ୟୁତ ତାରକୁ ଟାଣିବା ବେଳେ ଉକ୍ତ ତାର ଛିଡ଼ିଯାଇ ତାଙ୍କ ଉପରେ ପଡିଯାଇଥିଲା। ୧୧ କେଭି ବିଦ୍ୟୁତ ତାରରେ ଗୁଡ଼ାଇ ହୋଇଯିବାରୁ ବିଦ୍ୟୁତ୍‌ ପ୍ରବାହ ଯୋଗୁ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଚାନ୍ଦିପୁର ପୋଲିସ୍‌ ୨ଟି ପୃଥକ ମାମଲା (ନଂ.୧୩/୧୯ ଏବଂ ୧୪/୧୯) ରୁଜୁ କରିଛି। ଅପର ପକ୍ଷରେ ପ୍ରଦୀପ ଜେନାଙ୍କ ପରିବାର ସଦସ୍ୟମାନେ ଶବ ବ୍ୟବଚ୍ଛେଦକୁ ବିରୋଧ କରି ତୁରନ୍ତ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କ୍ଷତିପୂରଣ ଦେବା ପାଇଁ ଅଡି ବସିଛନ୍ତି ।


All Right Reserved By Dharitri.Com

ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍‌ ଖୋଲୁ ନାହିଁ ସରକାରୀ ଧାନମଣ୍ଡି

ରୂପ୍‌ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍‌ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ...

ରଟିଣା ସରକାରୀ ଜମିରୁ ମୋରମ ଲୁଟ୍‌:ମାସେ ଧରି ଚାଲିଛି, ଟେର୍‌ ପାଉନାହାନ୍ତି ଅଧିକାରୀ

ଖଇରା, ୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ବାଲିଗଡ଼ ଦଖଲରେ ଥିବା ସରକାରୀ ଜମିରୁ ଲକ୍ଷ ଲକ୍ଷ ଟଙ୍କାର ମୋରମ ଲୁଟ୍‌...

ଝାଉଁ ଜଙ୍ଗଲ ଧରାଶାୟୀ

ଭୋଗରାଇ, ୧୦।୧୧(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ବାଲେଶ୍ୱର ଉପକୂଳରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଶନିବାର ସକାଳଠୁ ତୁହାକୁ ତୁହା ଅବିଶ୍ରାନ୍ତ ବର୍ଷା ସହ ବତାଶର ବେଗ...

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି ତେଜିଲା: ଆର୍‌ଆଇ ଅଫିସ୍‌ ସମ୍ମୁଖରେ ଭାଜପାର ଆନ୍ଦୋଳନ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆର୍‌ଆଇ ଅଫିସ ସମ୍ମୁଖରେ ଭାଜପା ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ କରାଯାଇଛି। କସିପଦା, ରୂପ୍‌ସା, ଆଙ୍କୋ ପଞ୍ଚାୟତରେ ‘ବୁଲ୍‌ବୁଲ୍‌’...

୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ...

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ...

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ...

ଏବେ ସହରକୁ ବିପଦ ସାଳନ୍ଦୀ

ଭଦ୍ରକ ଅଫିସ, ୧।୭ – ସାଳନ୍ଦୀ ନଦୀକୁ ଭଦ୍ରକ ଜିଲାର ଜୀବନରେଖା ବୋଲି କୁହାଯାଉଛି। ହେଲେ ବର୍ତ୍ତମାନ ନଦୀର ଯାହା ଅବସ୍ଥା ବର୍ଷାଋତୁରେ କରାଳ ରୂପ...

Leave a comment

Your email address will not be published. Required fields are marked *