ବିବାହ ଉତ୍ସବ ପାଲଟିଲା ଶ୍ମଶାନ

କାବୁଲ, ୧୮।୮: ଆଫଗାନିସ୍ତାନରେ ଏକ ବିବାହ ଉତ୍ସବରେ ବିସ୍ଫୋରଣ ଘଟି ୬୩ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ଶହେ ୮୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କିଭଳି ବିସ୍ଫୋରଣ ଘଟିଲା ତାହାର ତଦନ୍ତ ପୋଲିସ ପକ୍ଷରୁ ଜାରି ରହିଛି। ସୂଚନାଯୋଗ୍ୟ, ୧୦ ଦିନ ପୂର୍ବରୁ ଏଠାରେ ଏକ ବସରେ ବିସ୍ଫୋରଣ ଘଟିଥିଲା। ଏଥିରେ ୯୫ ଲୋକ ଆହତ ହୋଇଥିଲେ।


All Right Reserved By Dharitri.Com

ଭାରତ ସହ କୂଟନୈତିକ ସମ୍ପର୍କ ଛିନ୍ନ କଲା ପାକିସ୍ତାନ

ଇସ୍‌ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍‌ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ...

ଆମାଜନ୍‌ ସିଇଓଙ୍କ ମହଙ୍ଗା ଛାଡ଼ପତ୍ର: ସ୍ତ୍ରୀଙ୍କୁ ଦେବାକୁ ପଡ଼ିବ ୩୮ ଶହ କୋଟି ଡଲାର

ସାନ୍‌ ଫ୍ରାନ୍ସିସ୍‌କୋ,୩।୭: ଆମାଜନ ସିଇଓ ଜେଫ୍‌ ବେଜୋସ୍‌ ପୃଥିବୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର ଦେବେ। ଏଥିପାଇଁ ସ୍ତ୍ରୀ ମୈକେଜି ବେଜୋସଙ୍କୁ ସେ ୩୮ ଶହ କୋଟି...

ଇରାକରେ ସରକାର ବିରୋଧୀ ବିକ୍ଷୋଭ: ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲା

ବାଗଦାଦ,୬ା୧୦(ପି.ଟି.): ଇରାକରେ ସରକାର ବିରୋଧୀ ବିକ୍ଷୋଭ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲାଣି। ଏଥିସହିତ ୪୦୦୦ ଲୋକ ଆହତ ହୋଇଛନ୍ତି। ଦକ୍ଷିଣ ଇରାକର...

ଜଳବାୟୁ ପରିବର୍ତ୍ତନ:ଛାତ୍ରୀଛାତ୍ର ଭିଡ଼ିଲେ ଅଣ୍ଟା; ସରକାରଙ୍କ ଆଗରେ ରଖିଲେ ଦାବି

ନୂଆଦିଲ୍ଲୀ/ସିଡ୍‌ନୀ,୩୦।୧୧: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିବାକୁ ଯାଉଛି। ଏହି ମର୍ମରେ ସୁଇଡେନ୍‌ର ୧୬ ବର୍ଷ ବୟସ୍କା ଜଳବାୟୁ...

ଆମେରିକା ଯିବେ ନାହିଁ ଆଫଗାନ ରାଷ୍ଟ୍ରପତି

କାବୁଲ,୭।୯: ଆଫଗାନୀସ୍ତାନର ରାଷ୍ଟ୍ରପତି ଅଶରଫ ଗନି ଶନିବାର ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ସେ ଆମେରିକରା ଗସ୍ତ କରୁ ନାହାଁନ୍ତି ବୋଲି ଜଣାପଡିଛି।...

ଆପୋଲୋ-୧୧ ମିଶନ୍‌ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଦର୍ଶନୀ

ଓ୍ବାଶିଂଟନ୍‌: ଆପୋଲୋ-୧୧ ଚନ୍ଦ୍ରପୃଷ୍ଠକୁ ଜୁଲାଇ ୧୬,୧୯୬୯ ମସିହାରେ ତିନି ଜଣ ମହାକାଶଚାରୀ ନିଲ୍‌ ଆର୍ମଷ୍ଟ୍ରଙ୍ଗ, ଏଡ୍‌ଓ୍ବିନ୍‌ ଆଲ୍‌ଡ୍ରିନ୍‌ ଓ ମାଇକେଲ୍‌ କୋଲିନ୍‌ଙ୍କୁ ନେଇ ଯାଇଥିଲା। ଏହା...

ଜନବସତି ମୁହାଁ ତୁଷାର ଭାଲୁ

ମସ୍କୋ,୭।୧୨: ଜଳବାୟୁ ପରିବର୍ତ୍ତନର ପରିଣାମ ଏବେ ରୁଷରେ ଦେଖିବାକୁ ମିଳିଛି। ଏଠାରେ ଏକ ଗାଁରେ ଏବେ ତୁଷାର ଭାଲୁଙ୍କ ପ୍ରବେଶ ଏହାର ସୂଚନା ଦେଉଛି। କାରଣ...

୩୩ ବର୍ଷ ତଳେ ବିମାନ ବନ୍ଦରରେ ହଜିଥିବା ୧୦ଦିନର ଶିଶୁପୁତ୍ର ଯୁବକ ହୋଇ ଘରକୁ ଫେରିଲେ

ଲଣ୍ଡନ,୧୬।୫: କଥାରେ ଅଛି ରଖେ ହରି ମାରେ କିଏ। ଏହା ଷ୍ଟିଭ୍‌ ହାଇଇସ୍‌ଙ୍କ କ୍ଷେତ୍ରରେ ସତ୍ୟ ପ୍ରମାଣିତ ହୋଇଛି। ଷ୍ଟିଭ୍‌ଙ୍କ କାହାଣୀ ଫିଲ୍ମ ପରି। ତାଙ୍କୁ...

Leave a comment

Your email address will not be published. Required fields are marked *