Posted inଜାତୀୟ

ସାପ କାମୁଡା ରୋଗୀଙ୍କୁ ଖଟିଆରେ ବୋହିଲେ ଯବାନ

ବିଜାପୁର,୧୮।୮: ଛତିଶଗଡ଼ ବିଜାପୁରର ପୁସକୁନ୍ତା ଅଞ୍ଚଳରେ ଶନିବାର ଜଣେ ବ୍ୟକ୍ତିଙ୍କୁ ସାପ କାମୁଡିବା ଫଳରେ ସେ ଗୁରୁତର ହୋଇଥିଲେ। ହେଲେ ଗାଁର ରାସ୍ତା ଅବସ୍ଥା ଭଲ ନ ଥିବାରୁ ସେଠାରେ ଆମ୍ବୁଲାନ୍ସ ପହଞ୍ଚିବା ସମ୍ଭବ ପର ହୋଇ ନ ଥିଲା। ଫଳରେ ସେଠାରେ ଥିବା ସିଆର୍‌ପିଏଫ୍‌ ଯବାନମାନେ ଉକ୍ତ ବ୍ୟକ୍ତିଙ୍କୁ ଏକ ଖଟିଆରେ ପ୍ରାୟ ୨.୫ କିଲୋମିଟର ବୋହିନେବା ପରେ ସେଠାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨ବର୍ଷ ତଳେ ଉକ୍ତ ବ୍ୟକ୍ତିଙ୍କ ସ୍ତ୍ରୀଙ୍କର ସାପ କାମୁଡାରେ ମୃତ୍ୟୁ ହୋଇଥିଲା।


All Right Reserved By

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର,...

ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍‌ ମିଶନ୍‌’

ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍‌ ମିଶନ୍‌’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ...

ମନ୍ଦିରରେ ଦଳାଚକଟା: ୭ ମୃତ

ତ୍ରିଚି,୨୨ା୪: ତାମିଲନାଡୁର ତ୍ରିଚି ଜିଲାରେ ଥିବା କାରୁପାସ୍ବାମୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୪ ମହିଳାଙ୍କ ସମେତ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ୧୦ରୁ ଊର୍ଦ୍ଧ୍ୱ...

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା...

ମେହବୁବାଙ୍କ ଝିଅ ଶାହଙ୍କୁ ଲେଖିଲେ ଚିଠି, ଆମକୁ ଜୀବଜନ୍ତୁଙ୍କ ଭଳି ବ୍ୟବହାର କରାଯାଉଛି

ଶ୍ରୀନଗର, ୧୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କ ଝିଅ ଇଲ୍ଲିଜା ଜାଭେଦ ଆଉ ଏକ ଅଡିଓ ମେସେଜ ଜାରି କରିଛନ୍ତି। ସେ କହିଛନ୍ତି, ମୋ...

ମୋଦିଙ୍କ ସମୟରେ ଭଲ ଖୋଜିବା ଅଳିଆରୁ ଛୁଞ୍ଚି ଖୋଜିବା ସହ ସମାନ: ଖୁର୍ସିଦ

ନୂଆଦିଲ୍ଲୀ,୧।୯: ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ‘ମୋଦିଙ୍କ ସମୟରେ ଭଲ ଖୋଜିବା ଅଳିଆରୁ ଛୁଞ୍ଚି ଖୋଜିବା...

ଆତ୍ମହତ୍ୟା କଲେ ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି

ହାଇଦ୍ରାବାଦ,୧୬।୯: ଆନ୍ଧ୍ର ପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ନେତା କୋଡେଲା ଶିବ ପ୍ରସାଦ ରାଓ ସୋମବାର ଆତ୍ମହତ୍ୟା କରିଛନ୍ତି। ଏନେଇ...

ସୋନଭଦ୍ର ହତ୍ୟାକାଣ୍ଡ: ପୀଡିତଙ୍କ ପରିବାରକୁ ଭେଟି ନ ପାରି ଧାରଣାରେ ବସିଲେ ପ୍ରିୟଙ୍କା

ଲକ୍ଷ୍ନୌ, ୧୯।୭: ଉତ୍ତର ପ୍ରଦେଶର ସୋନଭଦ୍ର ଜିଲାର ଘୋରାବଲ କୋତବାଲୀ ଅଞ୍ଚଳର ମୂର୍ତ୍ତିଆ ଗାଁରେ ଜମି ବିବାଦକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ରକ୍ତ ସଂଘର୍ଷ ଘଟି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *